ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ମଧ୍ୟରେ ଉଦଯାପିତ ହୋଇଛି ଏସିଆନ୍ ଆଥଲେଟିକ୍ ଚାମ୍ପିୟନସିପ୍
ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଭିତରେ ଉଦଯାପିତ ହୋଇଛି ଏସିଆନ୍ ଆଥଲେଟିକ୍ ଚାମ୍ପିୟନସିପ୍ । ଦୀର୍ଘ ୫ ଦିନ ଧରି ଚାଲିଥିବା ଏହି ଏସୀୟ ଦୌଡ଼କୁଦ କ୍ରୀଡ଼ା ପ୍ରତିଯୋଗୀତାର ଅନ୍ତିମ ସନ୍ଧ୍ୟାରେ ବି ଦେଖିବାକୁ ମିଳିଥିଲା ଓଡ଼ିଶା ସଂସ୍କୃତିର ଝଲକ । ଏହି ଉଦଯାପନୀ କାର୍ଯ୍ୟକ୍ରମରେ ଯୋଗଦେଇ ଉଦବୋଧନ ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କ୍ରିଡା ମନ୍ତ୍ରୀ ଚନ୍ଦ୍ର ସାରଥି ବେହେରା ଏବୋଂ ବହୁ ଗଣ୍ୟ ମ।ନ ବ୍ୟକ୍ତି ବିଶେଷ ।... Read more