ହାତୀ ବଂଶ ବୃଦ୍ଧି ଓ ସେମାନଙ୍କ ସୁରକ୍ଷା ପାଇଁ ପ୍ରତିବର୍ଷ ଅଗଷ୍ଟ ୧୨ ତାରିଖରେ ପାଳିତ ହେଉଛି ବିଶ୍ୱ ହସ୍ତୀ ଦିବସ
ଆଜି ବିଶ୍ୱ ହସ୍ତୀ ଦିବସ।  ସାରା ବିଶ୍ୱରେ ହାତୀ ବଂଶ ବୃଦ୍ଧି ଓ ସେମାନଙ୍କ ସୁରକ୍ଷା ପାଇଁ ପ୍ରତିବର୍ଷ ଅଗଷ୍ଟ ୧୨ ତାରିଖରେ ପାଳିତ ହେଉଛି ହସ୍ତୀ ଦିବସ ।  ପ୍ରଥମ ବିଶ୍ୱ ହସ୍ତୀଦିବସ ୨୦୧୨ ମସିହା ଅଗଷ୍ଟ୧୨ରେ ଆରମ୍ଭ ହୋଇଥିଲା । ଦିନକୁ ଦିନ ଜଙ୍ଗଲ ନଷ୍ଟ ହୋଇଥିବା । ଖଣି ଖାଦାନର ବୃଦ୍ଧି ଘଟିବା ଫଳରେ ହାତୀମାନଙ୍କର ବାସସ୍ଥାନରେ ସଙ୍କୁଚିତ ହେଉଛି । ଅସାମାଜିକ ଲୋକେ... Read more