ଆସନ୍ତାକାଲି କୋର୍ଟରେ ନିଃସର୍ତ୍ତ ଆତ୍ମସମର୍ପଣ କରିବେ ଇମ୍ରାନ ଖାନ
ତୋଷଖାନା ଦୁର୍ନୀତି ଅଭିଯୋଗରେ ଅଭିଯୁକ୍ତ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ନିଃସର୍ତ୍ତ ଆତ୍ମସମର୍ପଣ କରିବେ। ଶନିବାର ୧୮ ତାରିଖରେ ସେ କୋର୍ଟରେ ଆତ୍ମସମର୍ପଣ କରିବେ। ପୁଲିସର ଗିରଫ ଏଡାଇବା ଲାଗି ଅଦାଲତ ଇମ୍ରାନଙ୍କୁ ଆତ୍ମସମର୍ପଣର ସୁଯୋଗ ଦେଇଛନ୍ତି।