ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ମାର୍ଚ୍ଚ ୧୦ ତାରିଖରୁ ଦ୍ୱିତୀୟ ସମେଟିଭ୍ ଆସେସମେଣ୍ଟ ପରୀକ୍ଷା ଦେବେ ପରୀକ୍ଷାର୍ଥୀ। ମାର୍ଚ୍ଚ ୧୦ରୁ ଆରମ୍ଭ ହୋଇ ୨୦ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ। ଏଥିନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ପର୍ବ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି।
ମାର୍ଚ୍ଚ ୧୦ ତାରିଖରୁ ଦ୍ୱିତୀୟ ସମେଟିଭ୍ ଆସେସମେଣ୍ଟ ପରୀକ୍ଷା ଦେବେ ପରୀକ୍ଷାର୍ଥୀ। ମାର୍ଚ୍ଚ ୧୦ରୁ ଆରମ୍ଭ ହୋଇ ୨୦ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ। ଏଥିନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ପର୍ବ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଚଳିତ ବର୍ଷ ରାଜ୍ୟର ୩୨୧୮ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୪୧ ହଜାର ୨୪୭ ଜଣ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବେ।ହବ୍ଗୁଡ଼ିକୁ ରବିବାରଠାରୁ ପ୍ରଶ୍ନପତ୍ର ପଠାଇବା ପ୍ରକ୍ରିୟା ଆରମ୍ଭ କରାଯାଇଛି। ପରକ୍ଷା ସାରିବାପରେ ୫୬ଟି ପରୀକ୍ଷା କେନ୍ଦ୍ରରେ ଖାତା ଦେଖା ଆରମ୍ଭ କରାଯିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।