21.7 C
Bhubaneswar
October 29, 2020
EnewsOdia.Com
ନ୍ୟୁଜ୍

ଫେବୃଆରୀରେ ୧୨ ଦିନ ବନ୍ଦ ରହିବ ବ୍ୟାଙ୍କ

ଫେବୃଆରୀ ମାସରେ ୧୨ ଦିନ ବନ୍ଦ ରହିବ ବ୍ୟାଙ୍କ। ୟୁନାଇଟେଡ୍ ଫୋରମ ଅଫ୍ ବ୍ୟାଙ୍କ ୟନିୟନ (ୟୁଏଫବିୟୁ) ୩୧ ଜାନୁଆରୀ ଏବଂ ଫେବୃଆରୀ ୧ ଦୁଇ ଦିନ ବ୍ୟାଙ୍କ ଧର୍ମଘଟ କରିବାକୁ ଆହ୍ୱାନ କରିଛି। ବ୍ୟାଙ୍କ କର୍ମଚାରୀ ସଂଘଗୁଡ଼ିକ ବେତନ ବୃଦ୍ଧି ଏବଂ ଅନ୍ୟାନ୍ୟ ଦାବି ନେଇ ଧର୍ମଘଟ କରିବେ ବୋଲି ଆହ୍ୱାନ କରିଛନ୍ତି। ସେହି ଅନୁସାରେ ଫେବ୍ରୁଆରି ମାସରେ ୧୨ ଦିନ ବ୍ୟାଙ୍କ ବନ୍ଦ ରହିବ। ଏଥିପାଇଁ ଲୋକମାନଙ୍କୁ ନିଜର ଜରୁରୀ କାମ ସାରିଦେବାକୁ କହିଛନ୍ତି ବ୍ୟାଙ୍କ କର୍ତ୍ତୁପକ୍ଷ।

ସୂଚନାଯୋଗ୍ୟ, ଦରମା ବୃଦ୍ଧି ଏବଂ ଅନ୍ୟାନ୍ୟ ଦାବି ନେଇ ଫେବୃଆରୀ ୧, ୧୨, ୧୩ ଏବଂ ୧୪ ତାରିଖରେ ଧର୍ମଘଟ କରିବାକୁ ନିଷ୍ପତି ନେଇଛନ୍ତି । ଏହାବାଦ୍ ମାସର ଦ୍ୱିତୀୟ ଓ ଚତୁର୍ଥ ଶନିବାର, ସମସ୍ତ ରବିବାର ଏବଂ ୨୧ରେ ମହାଶିବରାତ୍ରୀ ରହିଛି। ଏସବୁ ଦିନ ସରକାରୀ ଛୁଟି ରହିଛି। ତେଣୁ ଫେବୃଆରୀରେ ପାଖାପାଖି ୧୨ ଦିନ ବ୍ୟାଙ୍କ ବନ୍ଦ ରହିବ ବୋଲି ଜଣାପଡ଼ିଛି।
ପଢନ୍ତୁ: ୧୫ ଓଭର୍‌ କ୍ରିକେଟ୍‌ ମ୍ୟାଚ୍‌ରେ ୧୮ ରନ୍‌ କଲେ ପ୍ରଧାନ ବିଚାରପତି ବୋବଡ଼େ

Related posts

‘କଳ୍‌କୀ ଭଗବାନ’ଙ୍କ କଳା ରୂପ, ୪୦୯ କୋଟି ଟଙ୍କା, ୮୮କିଲୋ ସୁନା ଜବତ

Ratnamani Maharana

ମହାପ୍ରଭୁଙ୍କ ଦର୍ଶନ କରିବାର ସୌଭାଗ୍ୟ ପାଇଲେ ପାକିସ୍ତାନୀ ହିନ୍ଦୁ ପର୍ଯ୍ୟଟକ

Ratnamani Maharana

ଗ୍ରାହକଙ୍କୁ ଜବରଦସ୍ତ ଝଟକା ଦେଲା ଜିଓ, ଅନ୍ୟ ନମ୍ବରକୁ କଲ୍ କଲେ ମିନିଟ୍ ପିଛା ଲାଗିବ ୬ ପଇସା

Ratnamani Maharana

1 comment

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More