ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ପୁରୀକୁ ଫେରିଲା ମାଇକ୍ରୋ କଣ୍ଟେନମେଣ୍ଟ । ପୌରସଂସ୍ଥାର ୧୧ ନମ୍ବର ୱାର୍ଡ଼ର ହୋଟେଲ ସୋନା ଇଂଟରନ୍ୟାସନାଲ ଓ ତାର ଆଖାପାଖ ଅଂଚଳକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି ।
ପୁରୀକୁ ଫେରିଲା ମାଇକ୍ରୋ କଣ୍ଟେନମେଣ୍ଟ । ପୌରସଂସ୍ଥାର ୧୧ ନମ୍ବର ୱାର୍ଡ଼ର ହୋଟେଲ ସୋନା ଇଂଟରନ୍ୟାସନାଲ ଓ ତାର ଆଖାପାଖ ଅଂଚଳକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି । ରବିବାର ଦିନ ୩ଜଣ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହେବା ପରେ ସଂକ୍ରମଣ ରୋକିବାକୁ ଏଭଳି ନିଷ୍ପତ୍ତି ନିଆଯାଇଛି । ଜାନୁଆରୀ ୩ ତାରିଖ ସକାଳ ୭ଟାରୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି । ପରବର୍ତ୍ତୀ ନିର୍ଦ୍ଦେଶ ନଆସିବା ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଜୋନ ବଳବତର ରହିବ । ଏହି ଅଂଚଳର ଲୋକମାନେ ବାହାରକୁ ବୁଲାବୁଲି କରିବାକୁ ବାରଣ କରାଯାଇଛି । ଦୋକାନ ବଜାର ବନ୍ଦ ରହିବା ସହ ଅତ୍ୟବଶ୍ୟକୀୟ ସାମଗ୍ରୀ ବିଭିନ୍ନ ଟିମ୍ ଜରିଆରେ ପଠାଇବାକୁ ପୁରୀ ମ୍ୟୁନିସପାଲଟି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।