Loading...

କାଲିଠୁ ରାଜ୍ୟକୁ ପୁଣି ଫେରିବ ଶୀତ

କାଲିଠୁ ରାଜ୍ୟକୁ ପୁଣି ଫେରିବ ଶୀତ

ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇଥିବା ବେଳେ ଆଜି (ଶୁକ୍ରବାର) ମଧ୍ୟ ଜାରି ରହିବ।

ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇଥିବା ବେଳେ ଆଜି (ଶୁକ୍ରବାର) ମଧ୍ୟ ଜାରି ରହିବ। ୧୫ ତାରିଖ ମଧ୍ୟାହ୍ନରୁ ପାଗରେ ପରିବର୍ତ୍ତନ ଆସିବ। ପାରଦ ଧୀରେଧୀରେ ତଳକୁ ଖସିବ ଓ ଶୀତ ଫେରିବ। ଗତକାଲି ଦକ୍ଷିଣ ଓଡ଼ିଶା ଓ ଉତ୍ତର-ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିଲା। ସେହିପରି ଉତ୍ତର-ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି। ୧୫ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.