ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଦେଶରେ ପ୍ରତିବର୍ଷ ସାଧାରଣତନ୍ତ୍ର ଦିବସ ପାଳନ ଏଣିକି ପ୍ରତିବର୍ଷ ଜାନୁଆରୀ ୨୩ ତାରିଖରୁ ଆରମ୍ଭ ହେବ ।
ଦେଶରେ ପ୍ରତିବର୍ଷ ସାଧାରଣତନ୍ତ୍ର ଦିବସ ପାଳନ ଏଣିକି ପ୍ରତିବର୍ଷ ଜାନୁଆରୀ ୨୩ ତାରିଖରୁ ଆରମ୍ଭ ହେବ । ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ବୀର ପୁରୁଷ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମଦିନକୁ ଏଥିରେ ସାମିଲ କରାଯିବ । ଗତବର୍ଷ ନରେନ୍ଦ୍ର ମୋଦିଙ୍କ ସରକାର ଜାନୁଆରୀ ୨୩, ନେତାଜୀଙ୍କ ଜନ୍ମଦିନକୁ ସ୍ମରଣ କରିବା ନିମନ୍ତେ ‘ପରାକ୍ରମ ଦିବସ’ ଭାବରେ ପାଳନ କରିବାକୁ ନିଷ୍ପତ୍ତି ନେଇଥିଲେ । ତେବେ ଭାରତର ଇତିହାସ ଓ ସଂସ୍କୃତିର ଗୁରୁତ୍ୱପୂର୍ଣ୍ଣ ଦିଗଗୁଡିକୁ ପାଳନ କରିବାକୁ କେନ୍ଦ୍ର ସରକାର ଗୁରୁତ୍ୱ ଦେଉଥିବାବେଳେ ଜାନୁଆରୀ ୨୩ରୁ ସାଧାରଣତନ୍ତ୍ର ଦିବସ ପାଳନ ଉତ୍ସବ ଆରମ୍ଭ ହେବ ।
ସରକାରଙ୍କ ପକ୍ଷରୁ ଏଥିପାଇଁ ପାଳନ କରାଯିବାକୁ ସ୍ଥିର କରାଯାଇଥିବା ଅନ୍ୟାନ୍ୟ ବିଶେଷ ଦିବସଗୁଡିକ ମଧ୍ୟରେ ଅଗଷ୍ଟ ୧୪କୁ ବିଭାଜନ ଆତଙ୍କ ସ୍ମରଣ ଦିବସ, ଅକ୍ଟୋବର ୩୧ ଜାତୀୟ ଏକତା ଦିବସ (ସର୍ଦ୍ଦାର ପଟେଲଙ୍କ ଜନ୍ମଦିନ), ନଭେମ୍ବର ୧୫ ଜନଜାତୀୟ ଗୌରବ ଦିବସ (ବିର୍ସା ମୁଣ୍ଡାଙ୍କ ଜୟନ୍ତୀ), ନଭେମ୍ବର ୨୬ ସମ୍ବିଧାନ ଦିବସ ଏବଂ ଡିସେମ୍ବର ୨୬ ଗୁରୁ ଗୋବିନ୍ଦ ସିଂଙ୍କ ଚାରିପୁତ୍ରଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ ଦିବସ ଆଦି ଅନ୍ତର୍ଭୁକ୍ତ ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।