Loading...

ଟିକାକରଣ ପାଇଁ ନୂଆ ଗାଇଡଲାଇନ ଜାରି କଲା ସ୍ୱାସ୍ଥ୍ୟ ମନ୍ତ୍ରାଳୟ

ଟିକାକରଣ ପାଇଁ ନୂଆ ଗାଇଡଲାଇନ ଜାରି କଲା ସ୍ୱାସ୍ଥ୍ୟ ମନ୍ତ୍ରାଳୟ

ଦେଶରେ ଟିକାକରଣ ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ନୂଆ ଗାଇଡଲାଇନ ଜାରି ହୋଇଛି। କରୋନା ଆକ୍ରାନ୍ତ ସୁସ୍ଥ ହେବାର ୩ ମାସ ପରେ ସେମାନଙ୍କୁ ଟିକା ଦିଆଯିବ।

ଦେଶରେ ଟିକାକରଣ ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ନୂଆ ଗାଇଡଲାଇନ ଜାରି ହୋଇଛି। କରୋନା ଆକ୍ରାନ୍ତ ସୁସ୍ଥ ହେବାର ୩ ମାସ ପରେ ସେମାନଙ୍କୁ ଟିକା ଦିଆଯିବ। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ଚିଠି ଲେଖା ଯାଇଛି।  ପ୍ରିକସନ୍ ଡୋଜ୍ ପାଇଁ ବି ମଧ୍ୟ ସମାନ ନିୟମ ଲାଗୁ ହେବ। ଅର୍ଥାତ୍‌ କରୋନା ଆକ୍ରାନ୍ତ ସୁସ୍ଥ ହେବାର ୩ ମାସ ପରେ ସମ୍ପୃକ୍ତ ବ୍ୟକ୍ତି ପ୍ରିକସନ୍ ଡୋଜ୍ ନେଇପାରିବେ। କରୋନା ମୁକାବିଲା ପାଇଁ ସାରା ଦେଶରେ ଟିକାକରଣ ଚାଲିଛି।

 

 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.