Loading...

ଦୁଇଟି ପର୍ଯ୍ୟାୟରେ ଆରମ୍ଭ ହେଲା ଯୁକ୍ତ ଦୁଇ ଖାତାଦେଖା

ଦୁଇଟି ପର୍ଯ୍ୟାୟରେ ଆରମ୍ଭ ହେଲା ଯୁକ୍ତ ଦୁଇ ଖାତାଦେଖା

ଆରମ୍ଭ ହେଲା ଯୁକ୍ତ ଦୁଇ ଖାତା ଦେଖା । ଚଳିତ ବର୍ଷ ଦୁଇଟି ପର୍ଯ୍ୟାୟରେ ହେବାକୁ ଯାଉଛି ମୂଲ୍ୟାୟନ। ଆଜିଠୁ ପ୍ରଥମ ପର୍ଯ୍ୟାୟ ଖାତାଦେଖା ଆରମ୍ଭ ହୋଇ ଏପ୍ରିଲ ୨୩ରେ ସରିବ।

ଆରମ୍ଭ ହେଲା ଯୁକ୍ତ ଦୁଇ ଖାତା ଦେଖା । ଚଳିତ ବର୍ଷ ଦୁଇଟି ପର୍ଯ୍ୟାୟରେ ହେବାକୁ ଯାଉଛି ମୂଲ୍ୟାୟନ। ଆଜିଠୁ ପ୍ରଥମ ପର୍ଯ୍ୟାୟ ଖାତାଦେଖା ଆରମ୍ଭ ହୋଇ ଏପ୍ରିଲ ୨୩ରେ ସରିବ। ସେହିପରି ଦ୍ୱିତୀୟ ପର୍ଯ୍ୟାୟ ଖାତାଦେଖା ମେ’ ୭ ରେ ସରିବ। ଚଳିତ ଥର ୬୫ ଟି ଅଫଲାଇନ ସେଣ୍ଟର ଓ ୩୯ ଟି ଅନଲାଇନ ସେଣ୍ଟରରେ ଖାତା ଦେଖା ହେବ । ଖାତା ଦେଖାରେ ପାଖାପାଖି ୧୫ ହଜାର ଅଧ୍ୟାପକ ଓ ଅଧ୍ୟାପିକା ସାମିଲ ହୋଇଛନ୍ତି। ଯୁକ୍ତ ଦୁଇ ପରୀକ୍ଷା ଖାତା ମୂଲ୍ୟାୟନରେ ସହଯୋଗ କରିବେ ୬୬୨ ବର୍ଗ ଅଧ୍ୟାପକ। ଏନେଇ ନିଷ୍ପତ୍ତି ୬୬୨ ବର୍ଗ କଲେଜ ଅଧ୍ୟାପକ ସଂଘ ପକ୍ଷରୁ ନିଆଯାଇଛି। ସଂଘ ପକ୍ଷରୁ କୁହାଯାଇଛି ଯେ ଯୁକ୍ତ ଦୁଇ ପରୀକ୍ଷା ଖାତା ମୂଲ୍ୟାୟନରେ ୬୬୨ ବର୍ଗ ଅଧ୍ୟାପକ ସହଯୋଗ କରିବେ। ମାତ୍ର ପ୍ରତୀକ ଧାରଣା ଜାରି ରହିବ। 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.