Loading...

ମାର୍ଚ୍ଚ ୧ରୁ ଯୁକ୍ତ ଦୁଇ ପରୀକ୍ଷା ଦେବେ ଛାତ୍ରଛାତ୍ରୀ

ମାର୍ଚ୍ଚ ୧ରୁ ଯୁକ୍ତ ଦୁଇ ପରୀକ୍ଷା ଦେବେ ଛାତ୍ରଛାତ୍ରୀ

ମାର୍ଚ୍ଚ ୧ରୁ ଯୁକ୍ତ ଦୁଇ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ମୋଟ ୧୧୪୫ ପରୀକ୍ଷା କେନ୍ଦ୍ରରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପାଠ୍ୟକ୍ରମର ୩ ଲକ୍ଷ ୫୮ ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେବେ।

ମାର୍ଚ୍ଚ ୧ରୁ ଯୁକ୍ତ ଦୁଇ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ମୋଟ ୧୧୪୫ ପରୀକ୍ଷା କେନ୍ଦ୍ରରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପାଠ୍ୟକ୍ରମର ୩ ଲକ୍ଷ ୫୮ ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଯୁକ୍ତଦୁଇ ପରୀକ୍ଷା ପାଇଁ ଅଧିକାଂଶ ହବରେ ପ୍ରଶ୍ନପତ୍ର ପହଞ୍ଚି ସାରିଛି ବୋଲି କହିଛନ୍ତି ଉଚ୍ଚଶିକ୍ଷା ବିଭାଗ ଅଧିକାରୀ। 

 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.