Loading...

ଗତକାଲି ଯୁକ୍ତ ଦୁଇ ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଆରମ୍ଭ ହୋଇଥିବାବେଳେ ଆଜି କଳା ଓ ବାଣିଜ୍ୟ ପରୀକ୍ଷା

ଗତକାଲି ଯୁକ୍ତ ଦୁଇ ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଆରମ୍ଭ ହୋଇଥିବାବେଳେ ଆଜି କଳା ଓ ବାଣିଜ୍ୟ ପରୀକ୍ଷା

ଗତକାଲି ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ଆଜିଠାରୁ ଆରମ୍ଭ ହେଉଛି ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା।

ଗତକାଲି ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ଆଜିଠାରୁ ଆରମ୍ଭ ହେଉଛି ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା। ଦିନ୧୦ଟା ରେ ଆରମ୍ଭ ହେବ ପରୀକ୍ଷା। ସକାଳ ୯ଟା ରେ କେନ୍ଦ୍ର କୁ ପ୍ରବେଶ କରିବେ ପରୀକ୍ଷାର୍ଥୀ।କଳାରେ ୨ଲକ୍ଷ ୧୯ହଜାର ୧୧୦ ଏବଂ ବାଣିଜ୍ୟରେ ୨୩,୧୪୮ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.