ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଆଜି ସକାଳୁ ପରୀକ୍ଷା ଦେଉଛନ୍ତି ଯୁକ୍ତ ଦୁଇ ଛାତ୍ରଛାତ୍ରୀ। ସାରା ରାଜ୍ୟରେ ମୋଟ୍ ୧୧ ଶହ ୪୫ଟି ପରୀକ୍ଷା କେନ୍ଦ୍ର ଓ ୨୦୨ଟି ହବରେ ସାଢ଼େ ୩ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି।
ଆଜି ସକାଳୁ ପରୀକ୍ଷା ଦେଉଛନ୍ତି ଯୁକ୍ତ ଦୁଇ ଛାତ୍ରଛାତ୍ରୀ। ସାରା ରାଜ୍ୟରେ ମୋଟ୍ ୧୧ ଶହ ୪୫ଟି ପରୀକ୍ଷା କେନ୍ଦ୍ର ଓ ୨୦୨ଟି ହବରେ ସାଢ଼େ ୩ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି। କଳାରେ ୨ ଲକ୍ଷ ୧୯ ହଜାର ୧୧୦ ଜଣ, ବିଜ୍ଞାନରେ ୯୧,୩୭୯ ଜଣ, ବାଣିଜ୍ୟରେ ୨୩,୧୪୮ ଜଣ ଓ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ପରୀକ୍ଷାର୍ଥୀ ଏଥର ପରୀକ୍ଷା ଦେଉଛନ୍ତି। ପରୀକ୍ଷାର ପ୍ରଥମ ଦିନରେ ମାତୃଭାଷାରେ ପରୀକ୍ଷା ଦେଉଛନ୍ତି ବିଜ୍ଞାନ ଛାତ୍ରଛାତ୍ରୀ। ପରୀକ୍ଷା ପାଇଁ ସକାଳ ୮.୩୦ ସୁଦ୍ଧା ସମସ୍ତ କେନ୍ଦ୍ରରେ ପ୍ରଶ୍ନପତ୍ର ପହଞ୍ଚିଥିଲା। କପି ରୋକିବାକୁ ୪ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।