ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ୨ କଲେଜର ପ୍ରଥମ ବର୍ଷ(ଏକାଦଶ ଶ୍ରେଣୀ) ଛାତ୍ରଛାତ୍ରୀଙ୍କ ପରୀକ୍ଷା କରାଯିବ। ୨୦୨୨-୨୩ ଶିକ୍ଷାବର୍ଷରେ ନାମ ଲେଖାଇଥିବା ଛାତ୍ରଛାତ୍ରୀଙ୍କୁ ୩ଟି ତ୍ରୈମାସିକ ପରୀକ୍ଷା ଓ ଗୋଟିଏ ବର୍ଷ ଶେଷ ପରୀକ୍ଷା ଦେବାକୁ ପଡ଼ିବ।
ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ୨ କଲେଜର ପ୍ରଥମ ବର୍ଷ(ଏକାଦଶ ଶ୍ରେଣୀ) ଛାତ୍ରଛାତ୍ରୀଙ୍କ ପରୀକ୍ଷା କରାଯିବ। ୨୦୨୨-୨୩ ଶିକ୍ଷାବର୍ଷରେ ନାମ ଲେଖାଇଥିବା ଛାତ୍ରଛାତ୍ରୀଙ୍କୁ ୩ଟି ତ୍ରୈମାସିକ ପରୀକ୍ଷା ଓ ଗୋଟିଏ ବର୍ଷ ଶେଷ ପରୀକ୍ଷା ଦେବାକୁ ପଡ଼ିବ। ପ୍ରତି ତ୍ରୈମାସିକ ପରୀକ୍ଷା ୩୦ ମାର୍କ ବିଶିଷ୍ଟ ରହିବ ଏବଂ ୪୫ ମିନିଟ୍ ଧରି ଚାଲିବ।ପ୍ରଥମ ତ୍ରୈମାସିକ ପରୀକ୍ଷା ଡିସେମ୍ବର ଦ୍ବିତୀୟ ସପ୍ତାହରେ ଅନୁଷ୍ଠିତ ହେବାକୁ ଥିବା ବେଳେ ଜାନୁଆରି ଦ୍ବିତୀୟ ସପ୍ତାହରେ ଦ୍ବିତୀୟ ଓ ଫେବ୍ରୁଆରି ଶେଷ ସପ୍ତାହରେ ତୃତୀୟ ତ୍ରୈମାସିକ ପରୀକ୍ଷା କରାଯିବ। ଯେଉଁଥିରେ ଥିଓରି ୨୦ ମାର୍କ ଓ ପ୍ରାକ୍ଟିକାଲ ୧୦ ମାର୍କ ରଖାଯାଇଛି। ଏପ୍ରିଲ ଦ୍ବିତୀୟ ସପ୍ତାହରେ ସିଲାବସ୍ ଆଧାରରେ ବାର୍ଷିକ ପରୀକ୍ଷା ଅନୁଷ୍ଠିତ ହେବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଗତ ଅଗଷ୍ଟ ମାସରେ ଜାରି କରାଯାଇଥିବା ବିଜ୍ଞପ୍ତି ଅନୁଯାୟୀ ଏହି ପରୀକ୍ଷା ଆୟୋଜନ କରିବାକୁ ପରିଷଦ ପକ୍ଷରୁ କୁହାଯାଇଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।