ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗର ଇନ୍ଷ୍ଟାଣ୍ଟ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ଦୁଇ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ପରୀକ୍ଷାର ପ୍ରଥମ ଦିନ ଅର୍ଥାତ୍ ସେପ୍ଟେମ୍ବର ୧୩ରେ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଡିଷ୍ଟାନ୍ସ ଏଜୁକେସନ୍ ବିଭାଗର ରେଗୁଲାର ଏବଂ ଏକ୍ସ-ରେଗୁଲାର ଛାତ୍ରଛାତ୍ରୀଙ୍କ ଥିଓରି ପରୀକ୍ଷା ଅନୁଷ୍ଠିତ ହେବ।
ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗର ଇନ୍ଷ୍ଟାଣ୍ଟ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ଦୁଇ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ପରୀକ୍ଷାର ପ୍ରଥମ ଦିନ ଅର୍ଥାତ୍ ସେପ୍ଟେମ୍ବର ୧୩ରେ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଡିଷ୍ଟାନ୍ସ ଏଜୁକେସନ୍ ବିଭାଗର ରେଗୁଲାର ଏବଂ ଏକ୍ସ-ରେଗୁଲାର ଛାତ୍ରଛାତ୍ରୀଙ୍କ ଥିଓରି ପରୀକ୍ଷା ଅନୁଷ୍ଠିତ ହେବ। ଗୋଟିଏ ସିଟିଂରେ ପୂର୍ବାହ୍ନ ୧୦ଟାରୁ ଅପରାହ୍ଣ ୧ଟା ପର୍ଯ୍ୟନ୍ତ ବିଭିନ୍ନ ବିଷୟର ପରୀକ୍ଷା ଚାଲିବ।୩୨ଟି ପରୀକ୍ଷା କେନ୍ଦ୍ରରେ ୧୧୯୦ଜଣ ଛାତ୍ରଛାତ୍ରୀ ଏଥର ପରୀକ୍ଷାରେ ଅଂଶଗ୍ରହଣ କରିବେ। ସମସ୍ତ ଜିଲ୍ଲାରେ ଗୋଟିଏ ଲେଖାଏଁ କେନ୍ଦ୍ର ହୋଇଥିବା ବେଳେ ଭୁବନେଶ୍ବର ଓ ରାଉରକେଲାରେ ଅତିରିକ୍ତ କେନ୍ଦ୍ର ହୋଇଛି। ପରୀକ୍ଷାର ସୁପରିଚାଳନା ଲାଗି ସ୍ବତନ୍ତ୍ର ସ୍କ୍ବାଡ୍ ଗଠନ କରାଯାଇଛି। ଜୋନ୍ସ୍ତରରେ ଗଠିତ ହୋଇଥିବା ସ୍କ୍ବାଡ୍ର ସଦସ୍ୟମାନେ ଅଚାନକ ପରୀକ୍ଷା କେନ୍ଦ୍ରକୁ ଗସ୍ତ କରିବା ସହ କପି ଯାଞ୍ଚ କରିବେ। ୧୪ ତାରିଖରେ ସମସ୍ତ ବିଭାଗର ପ୍ରାକ୍ଟିକାଲ ଓ ପ୍ରୋଜେକ୍ଟ ବିଷୟର ପରୀକ୍ଷା କରାଯିବ। ଯେଉଁ ପରୀକ୍ଷାର୍ଥୀ ପ୍ରାକ୍ଟିକାଲ ପରୀକ୍ଷାରେ ପାସ୍ କରିଥିବେ ସେମାନଙ୍କୁ ଆଉ ଥରେ ପରୀକ୍ଷା ଦେବାକୁ ପଡ଼ିବ ନାହିଁ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।