Loading...

ଦ୍ଵିତୀୟ ଦିନରେ ଇଂରାଜୀ ପରୀକ୍ଷା ଦେଉଛନ୍ତି ଦଶମ ଛାତ୍ରଛାତ୍ରୀ

ଦ୍ଵିତୀୟ ଦିନରେ ଇଂରାଜୀ ପରୀକ୍ଷା ଦେଉଛନ୍ତି ଦଶମ ଛାତ୍ରଛାତ୍ରୀ

ଆଜି ଦ୍ଵିତୀୟ ଦିନରେ ଇଂରାଜୀ ପରୀକ୍ଷା ଦେଉଛନ୍ତି ଦଶମ ଛାତ୍ରଛାତ୍ରୀ। ମାର୍ଚ ୧୦ରୁ ଦଶମ ପରୀକ୍ଷା ଆରମ୍ଭ ହୋଇଥିବାବେଳେ ମାର୍ଚ୍ଚ ୧୭ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ ।।

ଆଜି ଦ୍ଵିତୀୟ ଦିନରେ ଇଂରାଜୀ ପରୀକ୍ଷା ଦେଉଛନ୍ତି ଦଶମ ଛାତ୍ରଛାତ୍ରୀ। ମାର୍ଚ ୧୦ରୁ ଦଶମ ପରୀକ୍ଷା ଆରମ୍ଭ ହୋଇଥିବାବେଳେ ମାର୍ଚ୍ଚ ୧୭ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ ।ସକାଳ ୮ଟାରୁ  ଇଂରାଜୀ ପରୀକ୍ଷା ଆରମ୍ଭ ଦିନ ୧୦ତା ପର୍ଯ୍ୟନ୍ତ  ପରୀକ୍ଷା ହଲରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ମଧ୍ୟମା ଓ ଓପନ ସ୍କୁଲ ପରୀକ୍ଷା ମଧ୍ୟ ଏହି ସମୟ ମଧ୍ୟରେ ହେବ । ଚଳିତ ବର୍ଷ ମୋଟ୍ ୫ ଲକ୍ଷ ୪୧ ହଜାର ୨୪୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । ଏଥିପାଇଁ ୩୨୧୮ଟି ପରୀକ୍ଷା କେନ୍ଦ୍ର କରାଯାଇଛି । ଯେଉଁଥିରେ ୩୧୬ଟି ନୋଡାଲ କେନ୍ଦ୍ର ଖୋଲାଯାଇଛି । ନକ୍ସଲ ପ୍ରବଣ ଅଞ୍ଚଳରେ ୨୨ଟି ଥାନାରେ ନୋଡାଲ କେନ୍ଦ୍ର କରାଯାଇଛି ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.