ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ପୂର୍ବ ୟୁକ୍ରେନରେ ବିଚ୍ଛିନ୍ନତାବାଦୀଙ୍କ ଗଡ଼ ବୋଲି କୁହାଯାଉଥିବା ଡୋନେଟସ୍କ ଉପରେ କିଭ ସେନାର ଆକ୍ରମଣରେ ୨୦ ନିହତ ହୋଇଥିବା ଦାବି କରିଛି ଋଷ । ଋଷ୍ ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ଏକ ବିବୃତି ଜାରି ଏହି ସୂଚନା ଦିଆଯାଇଛି ।
ପୂର୍ବ ୟୁକ୍ରେନରେ ବିଚ୍ଛିନ୍ନତାବାଦୀଙ୍କ ଗଡ଼ ବୋଲି କୁହାଯାଉଥିବା ଡୋନେଟସ୍କ ଉପରେ କିଭ ସେନାର ଆକ୍ରମଣରେ ୨୦ ନିହତ ହୋଇଥିବା ଦାବି କରିଛି ଋଷ । ଋଷ୍ ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ଏକ ବିବୃତି ଜାରି ଏହି ସୂଚନା ଦିଆଯାଇଛି । ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି, ଏହି ଆକ୍ରମଣରେ ୨୦ ଜଣ ନୀରିହ ଲୋକଙ୍କର ମୃତ୍ୟୁ ଘଟିଛି । ଏହାସହ ଆକ୍ରମଣରେ ଶିଶୁ ସମେତ ୨୮ ଜଣରୁ ଅଧିକ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଋଷ୍ ପକ୍ଷରୁ କୁହାଯାଇଛି । ଏହି ଆକ୍ରମଣକୁ ଋଷ୍ ଦୃଢ଼ ନିନ୍ଦା କରିଛି । ଅନ୍ୟପକ୍ଷରେ ୟୁକ୍ରେନ୍ ଏହି ଆକ୍ରମଣକୁ ଖଣ୍ଡନ କରିଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।