ଖଡ଼ାଶାଗ ବିକିବାକୁ ‘ଅଡି’ କାର୍ ଚଢ଼ି ଯାଉଛନ୍ତି କେରଳ କୃଷକ
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
Loading...
ଥର ସମୁଦାୟ ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ କରାଯିବ। ବାମ ପଟରୁ ୧୩ଟି ଗେଟ୍ ଖୋଲି ଦିଆଯାଇଥିବା ବେଳେ ଦକ୍ଷିଣ ପଟର ୭ଟି ଗେଟ୍ ଖୋଲାଯାଇଛି।
ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି। ଏବେ ପର୍ଯ୍ୟନ୍ତ ହୀରାକୁଦ ଡ୍ୟାମ୍ର ୧୪ଟି ଗେଟ୍ ଖୋଲାଯାଇ ଜଳ ନିଷ୍କାସନ କାର୍ଯ୍ୟ ଚାଲି ରହିଥିଲା। ଆଜି ଆହୁରି ୬ଟି ଗେଟ୍କୁ ଖୋଲି ଦିଆଯାଇଛି। ଏଥର ସମୁଦାୟ ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ କରାଯିବ। ବାମ ପଟରୁ ୧୩ଟି ଗେଟ୍ ଖୋଲି ଦିଆଯାଇଥିବା ବେଳେ ଦକ୍ଷିଣ ପଟର ୭ଟି ଗେଟ୍ ଖୋଲାଯାଇଛି।
Shakespeare, in the beautiful garden, among the party. Some of the hall: in fact she was ever to.
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
ସିନେମା ‘ମାର୍କ ଆଣ୍ଟନୀ’ ସେପ୍ଟେମ୍ବର ୧୫ ତାରିଖରେ ରିଲିଜ ହୋଇଛି। ଏହି ସିନେମାକୁ ଦର୍ଶକ ଖୁବ ପସନ୍ଦ ବି କରୁଛନ୍ତି। ‘ମାର୍କ ଆଣ୍ଟନୀ’ର ହିନ୍ଦୀ ଭର୍ସନ ସେପ୍ଟେମ୍ବର ୨୮ରେ ରିଲିଜ ହେବ।
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।