Loading...

BMC କାର୍ଯ୍ୟାଳୟରେ ପସିଲା କରୋନା

BMC କାର୍ଯ୍ୟାଳୟରେ ପସିଲା କରୋନା

BMC କାର୍ଯ୍ୟାଳୟର ୨୨ ଜଣ କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଛନ୍ତି । କାଲି ଟେଷ୍ଟ କରାଯାଇଥବା ନମୁନାରୁ ୨୨ ଜଣ ପଜିଟିଭ ଚିହ୍ନଟ ହୋଇଥିବା ନେଇ ସୂଚନା ଦିଆଯାଇଛି ।

BMC କାର୍ଯ୍ୟାଳୟର ୨୨ ଜଣ କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଛନ୍ତି । କାଲି ଟେଷ୍ଟ କରାଯାଇଥବା ନମୁନାରୁ ୨୨ ଜଣ ପଜିଟିଭ ଚିହ୍ନଟ ହୋଇଥିବା ନେଇ ସୂଚନା ଦିଆଯାଇଛି । ଅନ୍ୟ ସବୁ କର୍ମଚାରୀଙ୍କର ନମୁନା ପରୀକ୍ଷା କରାଯିବ ବୋଲି ମଧ୍ୟ କୁହାଯାଉଛି । BMC କାର୍ଯ୍ୟାଳୟକୁ ସର୍ବସାଧାରଣଙ୍କ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.