Loading...

ଆଜି ଶ୍ରୀ ଲିଙ୍ଗରାଜ ଦର୍ଶନ ସହ ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନ ଯିବେ ରାଷ୍ଟ୍ରପତି

ଆଜି ଶ୍ରୀ ଲିଙ୍ଗରାଜ ଦର୍ଶନ ସହ ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନ ଯିବେ ରାଷ୍ଟ୍ରପତି

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଲିଙ୍ଗରାଜ ମହାପ୍ରଭୁଙ୍କ ଦର୍ଶନ କରିବେ। ସକାଳେ ପ୍ରାୟ ୯ଟା ବେଳେ ରାଷ୍ଟ୍ରପତି ଲିଙ୍ଗରାଜ ମନ୍ଦିର ଯିବାର କାର୍ଯ୍ୟକ୍ରମ ରହିଛି। ମନ୍ଦିରରେ ରାଷ୍ଟ୍ରପତି ପ୍ରାୟ ୪୫ ମିନିଟ ରହିବା କାର୍ଯ୍ୟକ୍ରମ ରହିଛି । ଦ

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଲିଙ୍ଗରାଜ ମହାପ୍ରଭୁଙ୍କ ଦର୍ଶନ କରିବେ। ସକାଳେ ପ୍ରାୟ ୯ଟା ବେଳେ ରାଷ୍ଟ୍ରପତି ଲିଙ୍ଗରାଜ ମନ୍ଦିର ଯିବାର କାର୍ଯ୍ୟକ୍ରମ ରହିଛି। ମନ୍ଦିରରେ ରାଷ୍ଟ୍ରପତି ପ୍ରାୟ ୪୫ ମିନିଟ ରହିବା କାର୍ଯ୍ୟକ୍ରମ ରହିଛି । ଦର୍ଶନ ସାରି ୯ଟା ୫୫ ମିନିଟରେ ରାଷ୍ଟ୍ରପତି ଭୁବନେଶ୍ୱର ବିମାନ ବନ୍ଦର ପହଞ୍ଚିବେ । ଏହାପରେ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟରରେ କଟକ ସ୍ଥିତ ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନରେ ପହଞ୍ଚିବେ । ସେଠାରେ ଆୟୋଜିତ ଇଣ୍ଡିଆନ ରାଇସ କଂଗ୍ରେସ କାର୍ଯ୍ୟକ୍ରମକୁ ରାଷ୍ଟ୍ରପତି ଉଦଘାଟନ କରିବା କାର୍ଯ୍ୟକ୍ରମ ରହିଛି । ସେଠାରେ କାର୍ଯ୍ୟକ୍ରମ ସରିବା ପରେ ଭୁବନେଶ୍ୱର ବିମାନବନ୍ଦର ଆସି ପୁଣି ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ। 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.