ଅଯୋଧ୍ୟାରେ ପହଞ୍ଚିଲା ପ୍ରଭୁ ରାମ ଓ ଦେବୀ ଜାନକୀଙ୍କ ପ୍ରତିମା ପ୍ରସ୍ତୁତି ପାଇଁ ଶାଳଗ୍ରାମ ଶିଳାଖଣ୍ଡ
ନେପାଳର ମୁସ୍ତାଙ୍ଗ ଜିଲ୍ଲା ଅନ୍ତର୍ଗତ ଶାଳିଗ୍ରାମ ଅଥବା ମୁକ୍ତିନାଥ ନିକଟରେ ପ୍ରବାହିତ ଗଣ୍ଡକୀ ନଦୀରୁ ଉକ୍ତ ଶିଳା ଦୁଇଟିକୁ ସଂଗ୍ରହ କରାଯାଇଛି ବୋଲି ସେମାନେ କହିଛନ୍ତି।
Loading...
ଫେବ୍ରୁଆରି ପହିଲାରୁ ଆରମ୍ଭ ହେବାକୁ ଥିବା ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା ପୂର୍ବରୁ ପରୀକ୍ଷାର୍ଥୀଙ୍କ ଆଡମିଟ୍ କାର୍ଡ ଜାରି ହୋଇଛି।
ଫେବ୍ରୁଆରି ପହିଲାରୁ ଆରମ୍ଭ ହେବାକୁ ଥିବା ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା ପୂର୍ବରୁ ପରୀକ୍ଷାର୍ଥୀଙ୍କ ଆଡମିଟ୍ କାର୍ଡ ଜାରି ହୋଇଛି। ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଦୂରନିରନ୍ତର ଶିକ୍ଷାରେ ପରୀକ୍ଷା ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ଆଡମିଟ୍ କାର୍ଡ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ୨ କଲେଜ ଅନୁଯାୟୀ ସାମ୍ସ ଇ-ସ୍ପେସ୍ରେ ଉପଲବ୍ଧ କରାଯାଇଛି। ଆଡମିଟ୍ କାର୍ଡରେ ପରୀକ୍ଷାର୍ଥୀଙ୍କ ନାମ, ବାପାଙ୍କ ନାମ, ମା’ଙ୍କ ନାମ, କେଉଁ ବିଷୟର ପରୀକ୍ଷା ଦେବେ ଆଦି ରହିଛି। କଲେଜ କର୍ତ୍ତୃପକ୍ଷ ତାହାକୁ ଭଲ ଭାବେ ଯାଞ୍ଚ କରିବାକୁ ପରାମର୍ଶ ଦିଆଯାଇଛି। ପରୀକ୍ଷାର୍ଥୀଙ୍କୁ ଆଡମିଟ୍ କାର୍ଡ ହସ୍ତାନ୍ତର ପୂର୍ବରୁ କଲେଜ ଅଧ୍ୟକ୍ଷ ଓ ଛାତ୍ରଛାତ୍ରୀଙ୍କ ଦସ୍ତଖତ କରିବା ନିତ୍ୟାନ୍ତ ଆବଶ୍ୟକ। ଆଡମିଟ୍ କାର୍ଡ ଓ ସିଏନ୍ଆରରେ କୌଣସି ପ୍ରକାର ତ୍ରୁଟି ଉପଲବ୍ଧ ହୋଇଥିଲେ କଲେଜ ଅଧ୍ୟକ୍ଷମାନେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକଙ୍କ ଇ-ମେଲ୍ coechseodisha@gmail.com ମାଧ୍ୟମରେ ଅବଗତ କରିବାକୁ କୁହାଯାଇଛି।
Shakespeare, in the beautiful garden, among the party. Some of the hall: in fact she was ever to.
ନେପାଳର ମୁସ୍ତାଙ୍ଗ ଜିଲ୍ଲା ଅନ୍ତର୍ଗତ ଶାଳିଗ୍ରାମ ଅଥବା ମୁକ୍ତିନାଥ ନିକଟରେ ପ୍ରବାହିତ ଗଣ୍ଡକୀ ନଦୀରୁ ଉକ୍ତ ଶିଳା ଦୁଇଟିକୁ ସଂଗ୍ରହ କରାଯାଇଛି ବୋଲି ସେମାନେ କହିଛନ୍ତି।
ଫେବ୍ରୁଆରୀ ୨୧ରୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ । ଯାହା ମାର୍ଚ୍ଚ ୧ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଚାଲିବ ।
ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ବଜେଟ୍ ୨୦୨୩କୁ ନେଇ ନରେନ୍ଦ୍ର ମୋଦୀ ସରକାର ଉପରେ ଆକ୍ରମଣ କରିଛନ୍ତି। ଆଗାମୀ ଲୋକସଭା ନିର୍ବାଚନ ସହିତ ବଜେଟ୍ ୨୦୨୩କୁ ଯୋଡି ମମତା ସରକାରଙ୍କୁ ଟାର୍ଗେଟ କରିଛନ୍ତି।