News

ରାଷ୍ଟ୍ରପତି ଭବନରେ ପଦ୍ମ ସମ୍ମାନରେ ସମ୍ମାନୀତ ହେଲେ ୩ ଓଡିଆ

odia

ଓଡ଼ିଶାର ୩ ଜଣଙ୍କୁ ପଦ୍ମଶ୍ରୀ ପୁରସ୍କାର

ଆଜି ରାଷ୍ଟ୍ରପତି ଭବନରେ ପଦ୍ମ ସମ୍ମାନ ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଯାଇଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ରାଷ୍ଟ୍ରପତି ଭବନରେ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି। ଓଡ଼ିଶାର ୩ ଜଣଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି।

ସମାଜସେବା ପାଇଁ ଦୈତାରୀ ନାୟକଙ୍କୁ ଏହି ପୁରସ୍କାର ମିଳିଛି। ଡି ପ୍ରକାଶ ରାଓଙ୍କୁ ମଧ୍ୟ ସମାଜସେବା ପାଇଁ ଏହି ସମ୍ମାନରେ ସମ୍ମାନିତ କରିଛନ୍ତି। ସମାଜସେବା ପାଇଁ ଦୈତାରୀ ନାୟକଙ୍କୁ ଏହି ପୁରସ୍କାର ମିଳିଛି। ଡି ପ୍ରକାଶ ରାଓଙ୍କୁ ମଧ୍ୟ ସମାଜସେବା ପାଇଁ ଏହି ସମ୍ମାନରେ ସମ୍ମାନିତ କରିଛନ୍ତି। ପୂର୍ବରୁ ଶ୍ରୀ ରାଓ ଇଣ୍ଟରନ୍ୟାସନାଲ ହ୍ୟୁମାନ ରାଇଟସ ଆୱାର୍ଡ, ଆନିବେଶାନ୍ତ ସମ୍ମାନ, ଭାରତ ବିକାଶ ସମ୍ମାନ ଭଳି ବହୁ ସମ୍ମାନ ପାଇଛନ୍ତି।

ଉଲ୍ଲେଖଯୋଗ୍ୟ,ଏହା ପୂର୍ବରୁ ମାର୍ଚ୍ଚ ୧୧ରେ ୪୭ଜଣଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିଥିଲେ।

ପଢନ୍ତୁ; ଆଜି ବିଜେପିରେ ସାମିଲ ହେଲେ ବଳଭଦ୍ର ମାଝି

Related posts

ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ,୨ ପାଇଲଟ ମୃତ

ENO Beuro

ନବୀନ ଓଡ଼ିଶାର ଦକ୍ଷ ଗୋଲକିପର:ଶାହାରୁଖ ଖାନ୍

ENO Beuro

ହ୍ୱାଟ୍ସଆପ୍‍ ମାଧ୍ୟମରେ ୨୯ ବୟସ୍କା ଯୁବତୀଙ୍କୁ ତିନି ତଲାକ୍‌ ଦେଲେ ୬୨ ବୟସ୍କ ବୃଦ୍ଧ

ENO Beuro

Leave a Comment