News

କୋଲକାତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଲେ ୫ଜଣ ଓଡ଼ିଆ ଯୁବକ

Untitled 1

କୋଲକତା ହାୱଡ଼ା ଶଙ୍କରାଇଠାରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ ଜଣ ଓଡ଼ିଆ ଯୁବକଙ୍କ ମୃତ୍ୟୁ ହୋଇଛି। ଏହାସହ ଅନ୍ୟ ୩ ଜଣ ଯୁବକ ଗୁରୁତର ଆହତ ହୋଇଛନ୍ତି। ଗୁରୁତରଙ୍କୁ ହାୱଡ଼ାର ଢୁଲାଗଡ଼ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ସମସ୍ତ ମୃତାହତ ଯାଜପୁର ଓ ଭଦ୍ରକ ଅଞ୍ଚଳର ବୋଲି ସୂଚନା ମିଳିଛି। ହେଲେ ସେମାନଙ୍କ ପରିଚୟ ମିଳିପାରି ନାହି।

Related posts

ନାସା ଦ୍ଵାରା ମିଳିଛି ଆଶ୍ଚର୍ଯ୍ୟଜନିତ ସୂଚନା : ମହାକାଶ ରୁ ଆସୁଛି ଅଦ୍ଭୁତ ଶବ୍ଦ

ENO Beuro

ଦେଶର ପ୍ରଥମ ଆୟୁର୍ବେଦ ପ୍ରତିଷ୍ଠାନକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଉଦଘାଟନ କଲେ

ENO Beuro

ମୃତ୍ୟୁ ସହ ୧୦୯ ଘଣ୍ଚାର ସଂଘର୍ଷ ପରେ ଆଖି ବୁଜିଲା ଫତେହବୀର ସିଂହ

Ratnamani Moharana

1 comment

Leave a Comment