ଅଯୋଧ୍ୟାରେ ପହଞ୍ଚିଲା ପ୍ରଭୁ ରାମ ଓ ଦେବୀ ଜାନକୀଙ୍କ ପ୍ରତିମା ପ୍ରସ୍ତୁତି ପାଇଁ ଶାଳଗ୍ରାମ ଶିଳାଖଣ୍ଡ
ନେପାଳର ମୁସ୍ତାଙ୍ଗ ଜିଲ୍ଲା ଅନ୍ତର୍ଗତ ଶାଳିଗ୍ରାମ ଅଥବା ମୁକ୍ତିନାଥ ନିକଟରେ ପ୍ରବାହିତ ଗଣ୍ଡକୀ ନଦୀରୁ ଉକ୍ତ ଶିଳା ଦୁଇଟିକୁ ସଂଗ୍ରହ କରାଯାଇଛି ବୋଲି ସେମାନେ କହିଛନ୍ତି।
Loading...
ଓଡ଼ିଶାରେ ଜିଓ ଟ୍ରୁ ୫ଜି ଆଜି ବାଲେଶ୍ୱର, ବାରିପଦା, ଭଦ୍ରକ, ଝାରସଗୁଡା, ପୁରୀ ଏବଂ ସମ୍ବଲପୁର ଭଳି ଆଉ ୬ଟି ସହରରେ ଆରମ୍ଭ ହୋଇଛି । ଏଥିସହିତ ଓଡ଼ିଶାର ୧୦ଟି ପ୍ରମୁଖ ସହରରେ ସମ୍ପ୍ରତି ଜିଓ ଟ୍ରୁ ୫ଜି ସେବା ଉପଲବ୍ଧ ହେଉଛି । ପୂର୍ବରୁ ଜିଓ ଟ୍ରୁ ୫ଜି ସେବା ଭୁବନେଶ୍ୱର, କଟକ, ରାଉରକେଲା ଏବଂ ବ୍ରହ୍ମପୁର ସହରରେ ପ୍ରଚଳନ କରାଯାଇସାରିଛି ।
ରିଲାଏନ୍ସ ଜିଓ ଆଜି ଦେଶର ୫୦ଟି ସହରରେ ଏପର୍ଯ୍ୟନ୍ତ ଏହାର ସର୍ବବୃହତ୍ ଟ୍ରୁ ୫ଜି ସେବା ପ୍ରଚଳନ ସମ୍ପର୍କରେ ଘୋଷଣା କରିଛି । ଏହାକୁ ମିଶାଇ ଦେଶର ୧୮୪ ସହରରେ ଜିଓ ବ୍ୟବହାରକାରୀ ସମ୍ପ୍ରତି ଜିଓ ଟ୍ରୁ ୫ଜି ସେବା ଉପଭୋଗ କରୁଛନ୍ତି । ଏଥିମଧ୍ୟରୁ ଅଧିକାଂଶ ସହରରେ ରିଲାଏନ୍ସ ଜିଓ ପ୍ରଥମ ଏବଂ ଏକମାତ୍ର ଅପରେଟର ଭାବରେ ୫ଜି ସେବା ପ୍ରଚଳନ କରିଛି । ଏହି ସହରଗୁଡିକରେ ଥିବା ଜିଓ ବ୍ୟବହାରକାରୀମାନଙ୍କୁ ବିନା କୌଣସି ଅତିରିକ୍ତ ଦେୟରେ ୧ ଜିବିପିଏସ୍+ ସ୍ପିଡ୍ ପର୍ଯ୍ୟନ୍ତ ଅସୀମିତ ଡାଟା ବ୍ୟବହାର କରିବା ଅନୁଭୂତି ହାସଲ ନିମନ୍ତେ ଜିଓ ୱେଲ୍କମ ଅଫର୍କୁ ଆମନ୍ତ୍ରଣ କରାଯିବ, ଯାହା ଆଜିଠାରୁ ଆରମ୍ଭ ହେଉଛି । ଓଡ଼ିଶାରେ ଜିଓ ଟ୍ରୁ ୫ଜି ଆଜି ବାଲେଶ୍ୱର, ବାରିପଦା, ଭଦ୍ରକ, ଝାରସଗୁଡା, ପୁରୀ ଏବଂ ସମ୍ବଲପୁର ଭଳି ଆଉ ୬ଟି ସହରରେ ଆରମ୍ଭ ହୋଇଛି । ଏଥିସହିତ ଓଡ଼ିଶାର ୧୦ଟି ପ୍ରମୁଖ ସହରରେ ସମ୍ପ୍ରତି ଜିଓ ଟ୍ରୁ ୫ଜି ସେବା ଉପଲବ୍ଧ ହେଉଛି । ପୂର୍ବରୁ ଜିଓ ଟ୍ରୁ ୫ଜି ସେବା ଭୁବନେଶ୍ୱର, କଟକ, ରାଉରକେଲା ଏବଂ ବ୍ରହ୍ମପୁର ସହରରେ ପ୍ରଚଳନ କରାଯାଇସାରିଛି ।
ଏହି ଅବସରରେ ପ୍ରକାଶ କରି ଜିଓ ମୁଖପାତ୍ର କହିଛନ୍ତି, “ଦେଶର ୧୭ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ଆଉ ୫୦ଟି ସହରରେ ଜିଓ ଟ୍ରୁ ୫ଜି ସେବା ପ୍ରଚଳନ କରିବା ନେଇ ଆମେ ଅତ୍ୟନ୍ତ ଉଲ୍ଲସିତ ଅଛୁ ଏବଂ ଏଥିସହିତ ଦେଶର ମୋଟ ୧୮୪ଟି ସହରରେ ଜିଓ ଟ୍ରୁ ୫ଜି ସେବା ଉପଲବ୍ଧ ହେଉଛି । ଏହା ଏପର୍ଯ୍ୟନ୍ତ କେବଳ ଭାରତ ନୁହେଁ, ପୃଥିବୀର ଯେକୌଣସି ସ୍ଥାନରେ ଅନ୍ୟତମ ସର୍ବବୃହତ ୫ଜି ସେବା ପ୍ରଚଳନ ହୋଇଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ନେପାଳର ମୁସ୍ତାଙ୍ଗ ଜିଲ୍ଲା ଅନ୍ତର୍ଗତ ଶାଳିଗ୍ରାମ ଅଥବା ମୁକ୍ତିନାଥ ନିକଟରେ ପ୍ରବାହିତ ଗଣ୍ଡକୀ ନଦୀରୁ ଉକ୍ତ ଶିଳା ଦୁଇଟିକୁ ସଂଗ୍ରହ କରାଯାଇଛି ବୋଲି ସେମାନେ କହିଛନ୍ତି।
ଫେବ୍ରୁଆରୀ ୨୧ରୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ । ଯାହା ମାର୍ଚ୍ଚ ୧ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଚାଲିବ ।
ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ବଜେଟ୍ ୨୦୨୩କୁ ନେଇ ନରେନ୍ଦ୍ର ମୋଦୀ ସରକାର ଉପରେ ଆକ୍ରମଣ କରିଛନ୍ତି। ଆଗାମୀ ଲୋକସଭା ନିର୍ବାଚନ ସହିତ ବଜେଟ୍ ୨୦୨୩କୁ ଯୋଡି ମମତା ସରକାରଙ୍କୁ ଟାର୍ଗେଟ କରିଛନ୍ତି।