ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ପରୀକ୍ଷା ପୂର୍ବରୁ ନବମ ଶ୍ରେଣୀ ପ୍ରଶ୍ନ ୟୁଟ୍ୟୁବରେ ଭାଇରାଲ ହେଉଛି । ଯେଉଁ ଦିନ ପରୀକ୍ଷା ତାର କିଛି ଘଣ୍ଟା ପୂର୍ବରୁ ଭିଡିଓ ମାଧ୍ୟମରେ ପ୍ରଶ୍ନ ଏବଂ ଉତ୍ତରକୁ ଏକ ଭିଡିଓ କରି ୟୁଟ୍ୟୁବ ମାଧ୍ୟମରେ ଅପଲୋଡ଼ କରାଯାଉଛି ।
ପରୀକ୍ଷା ପୂର୍ବରୁ ନବମ ଶ୍ରେଣୀ ପ୍ରଶ୍ନ ୟୁଟ୍ୟୁବରେ ଭାଇରାଲ ହେଉଛି । ଯେଉଁ ଦିନ ପରୀକ୍ଷା ତାର କିଛି ଘଣ୍ଟା ପୂର୍ବରୁ ଭିଡିଓ ମାଧ୍ୟମରେ ପ୍ରଶ୍ନ ଏବଂ ଉତ୍ତରକୁ ଏକ ଭିଡିଓ କରି ୟୁଟ୍ୟୁବ ମାଧ୍ୟମରେ ଅପଲୋଡ଼ କରାଯାଉଛି ।ନବମ ଶ୍ରେଣୀ ସମ୍ମେଟିଭ ୱାନ ପ୍ରଶ୍ନପତ୍ର ଭାଇରାଲ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ବିଭାଗୀୟ ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମନ୍ତ୍ରୀ କହିଛନ୍ତି, ଏ ବିଷୟରେ ଆମେ ଅବଗତ ଅଛୁ । ୟୁଟ୍ୟୁବ ମାଧ୍ୟମରେ ଏହା ତାଙ୍କ ନଜରକୁ ଆସିଛି । ତେବେ କେଉଁଠୁ ଏହି ପ୍ରଶ୍ନପତ୍ର ଭାଇରାଲ ହେଉଛି, ସେ ନେଇ ତଦନ୍ତ କରିବାକୁ ବୋର୍ଡ ସଭାପତିଙ୍କୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି।
ତେବେ ଅତ୍ୟନ୍ତ ଗୋପନୀୟ ଭାବେ ମାଧ୍ୟାମିକ ଶିକ୍ଷା ପରିଷଦ ଦ୍ବାରା ପ୍ରସ୍ତୁତ ହୋଇ ସ୍କୁଲଗୁଡ଼ିକୁ ପଠାଯାଉଥିବା ପ୍ରଶ୍ନ କିଭଳି ବାହାରକୁ ଗଲା ଓ ପରୀକ୍ଷା ପୂର୍ବରୁ ୟୁଟ୍ୟୁବରେ ଅପଲୋଡ୍ କରୁଥିବା ଲୋକଙ୍କ ନିକଟକୁ ଗଲା ତାହା ବର୍ତ୍ତମାନ ପ୍ରଶ୍ନବାଚୀ ସୃଷ୍ଟି କରୁଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।