ସାରିଲା ୨୦୦୦ ନୋଟ୍ ବଦଳ ଅବଧି, ଆଉ ଏକ ମାସ ବଢିପାରେ ବଦଳି ଅବଧି
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।
Loading...
ଆସନ୍ତା ୧୭/୧୮ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ପରେ ଏହା ପଶ୍ଚିମ ଉତ୍ତର-ପଶ୍ଚିମକୁ ଗତି କରି ଘନୀଭୂତ ହୋଇପାରେ।ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆସନ୍ତା ୧୭/୧୮ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ପରେ ଏହା ପଶ୍ଚିମ ଉତ୍ତର-ପଶ୍ଚିମକୁ ଗତି କରି ଘନୀଭୂତ ହୋଇପାରେ।ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।୨୦ରେ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ସମ୍ଭାବନା ଥିବାବେଳେ କ୍ରମଶଃ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏହା ଆକଳନ କରାଯାଇଛି।
ଆଗାମୀ ୭ ଦିନ ମଧ୍ୟରେ ବାତ୍ୟା ସମ୍ଭାବନା ନାହିଁ। ଏନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏହି ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ଅକ୍ଟୋବର ୧୨ ତାରିଖରେ IMD ଡିଜି ସୂଚନା ଦେଇଥିଲେ ଯେ, ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସୃଷ୍ଟ ଘୂର୍ଣ୍ଣିବଳୟଟି କ୍ରମଶଃ ଦୁର୍ବଳ ହେଉଛି। ୧୭ କିମ୍ବା ୧୮ ତାରିଖରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।
‘୧୮ ତାରିଖ ପରେ ରୂପରେଖ କ’ଣ ରହିବ ତାହା ଏବେ କହିବା ଠିକ୍ ହେବନି। ତେବେ ଆଗାମୀ ୭ ଦିନ ମଧ୍ୟରେ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ନାହିଁ। ଓଡ଼ିଶା ପାଇଁ କିଛି ବିପଦ ସମ୍ଭାବନା ନାହିଁ’ ବୋଲି IMD ଡିଜି କହିଛନ୍ତି। ସେ ଆହୁରି କହିଥିଲେ ଯେ, ‘ଆମେ ସମସ୍ତ ମଡେଲକୁ ଦେଖି ଏକ ନିର୍ଣ୍ଣୟ ନେଇଥାଉ। ଅନ୍ୟ ବିକଶିତ ରାଷ୍ଟ୍ର ଅପେକ୍ଷା IMD ଅଧିକ ସଠିକ୍ ଆକଳନ କରିଥାଏ। ତେଣୁ IMD ଉପରେ ବିଶ୍ୱାସ ରଖନ୍ତୁ’।
Shakespeare, in the beautiful garden, among the party. Some of the hall: in fact she was ever to.
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।
ଦେଶରେ ଏକକାଳୀନ ଲୋକସଭା ଓ ବିଧାନସଭା ନିର୍ବାଚନ ୨୦୨୪ରେ ସମ୍ଭବ ହୋଇପାରିବ ନାହିଁ।
ଇସ୍କନ୍ ପକ୍ଷରୁ ମେନକାଙ୍କ ଏହି ଅଭିଯୋଗକୁ ମିଥ୍ୟା ଓ ଭିତ୍ତିହୀନ ଦର୍ଶାଇ ଖଣ୍ଡନ କରାଯାଇଛି। ଉକ୍ତ ଅନୁଷ୍ଠାନ ଏବେ ବିଜେପି ସାଂସଦଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।