Loading...

ବର୍ଷାଙ୍କ ପରି ଅନୁଭବ ବି ଚାହୁଁନାହାନ୍ତି ଛାଡପତ୍ର !

ବର୍ଷାଙ୍କ ପରି ଅନୁଭବ ବି ଚାହୁଁନାହାନ୍ତି ଛାଡପତ୍ର !

ଅନୁଭବ ଲେଖିଛନ୍ତି,‘ମୁଁ ତୁମକୁ ହୃଦୟର ଗଭୀରତାରୁ ଭଲ ପାଏ । ତେବେ କୌଣସି କାରଣରୁ ଆମ ବିବାହ ବିଫଳ ହୋଇଛି । ବିବାହ ବିଚ୍ଛେଦ ପରେ କ’ଣ ଆମେ ଭଲ ବନ୍ଧୁ ହୋଇ ରହିପାରିବା ନାହିଁ କି ବୋଲି ଅନୁଭବ ପ୍ରଶ୍ନ କରିଛନ୍ତି। ‘

ଓଲିଉଡ୍ ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତିଙ୍କ ପୋଷ୍ଟକୁ ନେଇ ପୁଣି ଚର୍ଚ୍ଚା । ସୋସିଆଲ ମିଡିଆ ଏକ୍ସରେ ସେ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାଇଁ ବନ୍ଧୁତାର ସନ୍ଦେଶ ଦେଇଛନ୍ତି। ଅନୁଭବ ଲେଖିଛନ୍ତି,‘ମୁଁ ତୁମକୁ ହୃଦୟର ଗଭୀରତାରୁ ଭଲ ପାଏ । ତେବେ କୌଣସି କାରଣରୁ ଆମ ବିବାହ ବିଫଳ ହୋଇଛି । ବିବାହ ବିଚ୍ଛେଦ ପରେ କ’ଣ ଆମେ ଭଲ ବନ୍ଧୁ ହୋଇ ରହିପାରିବା ନାହିଁ କି ବୋଲି ଅନୁଭବ ପ୍ରଶ୍ନ କରିଛନ୍ତି। ‘ଆମେ ଦୁଇ ଜଣ ଅଲଗା ହେବା ପ୍ରକ୍ରିୟା ଅସୁନ୍ଦର ହେବା ମୁଁ ଚାହେଁନି। କିନ୍ତୁ ଯେହେତୁ ବିଚ୍ଛେଦ ସୁନିଶ୍ଚିତ ତେଣୁ ଏହା ସମ୍ମାନଜନକ ହେଉ ବୋଲି ଅନୁଭବ ସୋସିଆଲ ମିଡିଆରେ ଲେଖିବା ସହ ବର୍ଷା ପ୍ରିୟଦର୍ଶିନୀଙ୍କ ପାଇଁ ପ୍ରଣାମ ମୁଦ୍ରାର ଇମୋଜି ପୋଷ୍ଟ କରିଛନ୍ତି । ଏହାସହ ତୁରନ୍ତ ଉତ୍ତର ଦେବାକୁ ମଧ୍ୟ ଲେଖିଛନ୍ତି।

ତେବେ  ସୂଚନାନୁସାରେ, ଦାମ୍ପତ୍ୟ ଜୀବନ ପୁନଃସ୍ଥାପନ ପାଇଁ ବର୍ଷା କୋର୍ଟରେ ଆବେଦନ ମଧ୍ୟ କରଥିଲେ ଯାହାକୁ କୋର୍ଟ  ଆଗ୍ରାହ୍ୟ କରିଦେଇଛନ୍ତି। ଦୂହିଁଙ୍କ ବିବାହ ବିଚ୍ଛେଦ ଆବେଦନକୁ ଖାରଜ  କରିଦେଇଛନ୍ତି।ଏଥର ବାକି ରହିଲା ଏମାନଙ୍କ ମିଳନ ଦେଖିବ ଓ ଓଡିଶା ନା ନହିଁ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.