ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ଆଜି ଦେଖାଯିବ ଗୋଲାପି ଜହ୍ନ । ଆକାଶରେ ଆଜି ଅଦ୍ଭୂତପୂର୍ବ ଦୃଶ୍ୟ ଦେଖାଯିବ । ଆଜି ‘ଫୁଲ ପିଙ୍କ୍ ମୁନ୍’ ବା ‘ଏପ୍ରିଲ୍ ଫୁଲ୍ ମୁନ୍’ ଦେଖାଯିବ । ସାରା ସପ୍ତାହ ଆକାଶରେ ଦେଖାଯିବ ଗୋଲାପି ଜହ୍ନ ।
ଆଜି ଦେଖାଯିବ ଗୋଲାପି ଜହ୍ନ । ଆକାଶରେ ଆଜି ଅଦ୍ଭୂତପୂର୍ବ ଦୃଶ୍ୟ ଦେଖାଯିବ । ଆଜି ‘ଫୁଲ ପିଙ୍କ୍ ମୁନ୍’ ବା ‘ଏପ୍ରିଲ୍ ଫୁଲ୍ ମୁନ୍’ ଦେଖାଯିବ । ସାରା ସପ୍ତାହ ଆକାଶରେ ଦେଖାଯିବ ଗୋଲାପି ଜହ୍ନ । ଆଜି ସନ୍ଧ୍ୟା ୭ଟା ୫୫ରେ ଜହ୍ନ ସମ୍ପୂର୍ଣ୍ଣ ଗୋଲ ହୋଇଯିବ ବୋଲି ନାସା ପକ୍ଷରୁ କୁହାଯାଇଛି ।୨୦୨୨ରେ ଆକାଶରେ ଦେଖାଯିବ ୮ଟି ପୂର୍ଣ୍ଣଚନ୍ଦ୍ର ବା ଫୁଲ୍ମୁନ୍ ଦେଖିବାକୁ ମିଳିବ । ମାସରେ ଥରେ ଆକାଶରେ ଦେଖାଯାଇପାରେ ଫୁଲ୍ମୁନ୍ । ସୂର୍ଯ୍ୟ,ଚନ୍ଦ୍ର ଓ ପୃଥିବୀ ଏକ କାଳ୍ପନିକ ୧୮୦ ଡିଗ୍ରୀରେ ରହିଲେ ଘଟେ ଏହ ବିରଳ ଦୃଶ୍ୟ ଦେଖାଯାଏ । ଚଳିତ ଥର ୧୫ ଏପ୍ରିଲ୍ରୁ ୧୮ ଏପ୍ରିଲ ପର୍ଯ୍ୟନ୍ତ ଆକାଶରେ ଦେଖାଯିବ ଫୁଲମୁନ ।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।