ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ପଞ୍ଜାବ ଭଳି ଗୁଜୁରାଟରେ ଆମ୍ ଆଦମୀ ପାର୍ଟିର ମୁଖ୍ୟ ଅରବିନ୍ଦ କେଜ୍ରିୱାଲ ‘ଆପଣଙ୍କ ମୁଖ୍ୟମନ୍ତ୍ରୀ ବାଛନ୍ତୁ’ ଅଭିଯାନ ଆରମ୍ଭ କରିଛନ୍ତି। ନିଜ ପସନ୍ଦର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ବାଛି ବିଭିନ୍ନ ମାଧ୍ୟମରେ ଜଣାଇବାକୁ ଅନୁରୋଧ କରିଛନ୍ତି କେଜ୍ରିୱାଲ୍।
ପଞ୍ଜାବ ଭଳି ଗୁଜୁରାଟରେ ଆମ୍ ଆଦମୀ ପାର୍ଟିର ମୁଖ୍ୟ ଅରବିନ୍ଦ କେଜ୍ରିୱାଲ ‘ଆପଣଙ୍କ ମୁଖ୍ୟମନ୍ତ୍ରୀ ବାଛନ୍ତୁ’ ଅଭିଯାନ ଆରମ୍ଭ କରିଛନ୍ତି। ନିଜ ପସନ୍ଦର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ବାଛି ବିଭିନ୍ନ ମାଧ୍ୟମରେ ଜଣାଇବାକୁ ଅନୁରୋଧ କରିଛନ୍ତି କେଜ୍ରିୱାଲ୍। ପଞ୍ଜାବରେ ଏଇ ତରିକା ସଫଳ ହେବା ପରେ ଗୁଜୁରାଟରେ ବି ତାହା ଆପଣାଇଛନ୍ତି।ଆମ୍ ଆଦମୀ ପାର୍ଟିର ମୁଖ୍ୟ ଅରବିନ୍ଦ କେଜ୍ରିୱାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରାଜ୍ୟରେ ବିଜେପିକୁ ନିର୍ବାଚନ ମଇଦାନରେ ଚିତ୍ କରିବା ପାଇଁ ଉଦ୍ୟମର ଏକ ଅଂଶ ଭାବରେ ଗୁଜରାଟ ପାଇଁ ଦଳର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଚୟନ କରିବା ପାଇଁ ଏକ ଜନମତ ସଂଗ୍ରହ ଅଭିଯାନ ଆରମ୍ଭ କରିଛନ୍ତି। “ନିଜ ମୁଖ୍ୟମନ୍ତ୍ରୀ ନିଜେ ବାଛ” ଅଭିଯାନ ହେଉଛି ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ସଦ୍ୟତମ ଗୋଟିଚାଳନା। ଗୁଜୁରାଟରେ କେଜ୍ରିୱାଲ୍ ଆକ୍ରମଣାତ୍ମକ ପ୍ରଚାର କରୁଛନ୍ତି। ରାଲି ଏବଂ ଜନସଭା ଆୟୋଜନ କରିବା ସହ ମାଗଣା ବିଦ୍ୟୁତ୍, ଉନ୍ନତ ଶିକ୍ଷା ଏବଂ ସ୍ୱାସ୍ଥ୍ୟସେବା ଭଳି ପ୍ରତିଶ୍ରୁତି ଦୋହରାଉଛନ୍ତି। ୧୮୨ ଆସନ ବିଶିଷ୍ଟ ଗୁଜୁରାଟ ବିଧାନସଭା ଲାଗି ନିର୍ବାଚନ ଚଳିତ ବର୍ଷ ଶେଷ ସୁଦ୍ଧା ହେବ। ତେବେ ମତଦାନର ତାରିଖ ଏପର୍ଯ୍ୟନ୍ତ ଘୋଷଣା କରାଯାଇ ନାହିଁ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।