ଅଯୋଧ୍ୟାରେ ପହଞ୍ଚିଲା ପ୍ରଭୁ ରାମ ଓ ଦେବୀ ଜାନକୀଙ୍କ ପ୍ରତିମା ପ୍ରସ୍ତୁତି ପାଇଁ ଶାଳଗ୍ରାମ ଶିଳାଖଣ୍ଡ
ନେପାଳର ମୁସ୍ତାଙ୍ଗ ଜିଲ୍ଲା ଅନ୍ତର୍ଗତ ଶାଳିଗ୍ରାମ ଅଥବା ମୁକ୍ତିନାଥ ନିକଟରେ ପ୍ରବାହିତ ଗଣ୍ଡକୀ ନଦୀରୁ ଉକ୍ତ ଶିଳା ଦୁଇଟିକୁ ସଂଗ୍ରହ କରାଯାଇଛି ବୋଲି ସେମାନେ କହିଛନ୍ତି।
Loading...
ଦିଲ୍ଲୀ ମହାନଗର ନିଗମ ନିର୍ବାଚନରେ ଆମ ଆଦମୀ ପାର୍ଟିର ଜବରଦସ୍ତ ବିଜୟ । ଏମସିଡି ଲଢେଇରେ ବାଜି ମାରିଛି ଆମ ଆଦମୀ ପାର୍ଟି ଓ ପଛରେ ପଡିଛି ବିଜେପି । ୧୫ବର୍ଷ ଧରି ଏମସିଡିରେ ଦବଦବା ବଜାୟ ରଖିଥିବା ବିଜେପି ହାତରୁ ଏଥର ଖସିଛି କ୍ଷମତା ।
ଦିଲ୍ଲୀ ମହାନଗର ନିଗମ ନିର୍ବାଚନରେ ଆମ ଆଦମୀ ପାର୍ଟିର ଜବରଦସ୍ତ ବିଜୟ । ଏମସିଡି ଲଢେଇରେ ବାଜି ମାରିଛି ଆମ ଆଦମୀ ପାର୍ଟି ଓ ପଛରେ ପଡିଛି ବିଜେପି । ୧୫ବର୍ଷ ଧରି ଏମସିଡିରେ ଦବଦବା ବଜାୟ ରଖିଥିବା ବିଜେପି ହାତରୁ ଏଥର ଖସିଛି କ୍ଷମତା । ନିର୍ବାଚନ ପୂର୍ବରୁ ଯେଉଁ ସବୁ ଚର୍ଚ୍ଚା, ଆଲୋଚନା, ଆରୋପ ପ୍ରତ୍ୟାରୋପ ଦେଖିବାକୁ ମିଳିଥିଲା ସେସବୁକୁ ପଛରେ ପକାଇ ଦିଲ୍ଲୀ ନଗର ନିଗମକୁ ହାତେଇଛି ଆପ୍ । ବିପୁଳ ବିଜୟ ପରେ କେଜ୍ରିୱାଲ ଦିଲ୍ଲୀବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଧନ୍ୟବାଦ କହିଛନ୍ତି । ଏଥିସହ ପ୍ରଧାନମନ୍ତ୍ରୀ ମୋଦିଙ୍କଠୁ ମଧ୍ୟ ଆର୍ଶୀବାଦ ଓ କେନ୍ଦ୍ରଠୁ ସହଯୋଗ କାମନା କରିଛନ୍ତି ।
Shakespeare, in the beautiful garden, among the party. Some of the hall: in fact she was ever to.
ନେପାଳର ମୁସ୍ତାଙ୍ଗ ଜିଲ୍ଲା ଅନ୍ତର୍ଗତ ଶାଳିଗ୍ରାମ ଅଥବା ମୁକ୍ତିନାଥ ନିକଟରେ ପ୍ରବାହିତ ଗଣ୍ଡକୀ ନଦୀରୁ ଉକ୍ତ ଶିଳା ଦୁଇଟିକୁ ସଂଗ୍ରହ କରାଯାଇଛି ବୋଲି ସେମାନେ କହିଛନ୍ତି।
ଫେବ୍ରୁଆରୀ ୨୧ରୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ । ଯାହା ମାର୍ଚ୍ଚ ୧ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଚାଲିବ ।
ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ବଜେଟ୍ ୨୦୨୩କୁ ନେଇ ନରେନ୍ଦ୍ର ମୋଦୀ ସରକାର ଉପରେ ଆକ୍ରମଣ କରିଛନ୍ତି। ଆଗାମୀ ଲୋକସଭା ନିର୍ବାଚନ ସହିତ ବଜେଟ୍ ୨୦୨୩କୁ ଯୋଡି ମମତା ସରକାରଙ୍କୁ ଟାର୍ଗେଟ କରିଛନ୍ତି।