ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଅଭିନେତା ପିଣ୍ଟୁ ନନ୍ଦଙ୍କୁଗତ କିଛିଦିନ ହେବ ପିଣ୍ଟୁ ଲିଭର ସୋରାସିସ ରୋଗରେ ପୀଡିତ ଥିବାରୁ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ରହିଥିଲା । ସେ କିମ୍ସରେ ଚିକିତ୍ସିତ ହେଉଥିବା ବେଳେ ଫେବୃଆରୀ ୭ ତାରିଖରେ ଯକୃତ ପ୍ରତିରୋପଣ ବା ଲିଭର ଟ୍ରାନ୍ସପ୍ଲାନେଟ ପାଇଁ ତାଙ୍କୁ ଦିଲ୍ଲୀ ନିଆଯାଇଥିଲା ।
ଚିକିତ୍ସାଧୀନ ଅବସ୍ଥାରେ ହାଇଦ୍ରାବାଦର ଯଶୋଦା ହସ୍ପିଟାଲରେ ଆଖିବୁଜିଲେ ଅଭିନେତା ପିଣ୍ଟୁ ନନ୍ଦ। ରାତି ୧୧ଟା ୨୫ ମିନିଟ୍ରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୪୫ ବର୍ଷ ବୟସ ହୋଇଥିଲା। ବୁଧବାର ସନ୍ଧ୍ୟାରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ନିକଟରେ ଦିଲ୍ଲୀର ଇନଷ୍ଟିଚ୍ୟୁଟ୍ ଅଫ୍ ଲିଭର ଆଣ୍ଡ୍ ବିଲିୟାରି ସାଇନ୍ସ (ଆଇଏଲବିଏସ)ରୁ ହାଇଦ୍ରାବାଦର ଯଶୋଦା ହସ୍ପିଟାଲକୁ ପିଣ୍ଟୁଙ୍କୁ ସ୍ଥାନାନ୍ତର କରାଯାଇଥିଲା। ସୂଚନାଯୋଗ୍ୟ, ଅଭିନେତା ପିଣ୍ଟୁ ନନ୍ଦଙ୍କୁଗତ କିଛିଦିନ ହେବ ପିଣ୍ଟୁ ଲିଭର ସୋରାସିସ ରୋଗରେ ପୀଡିତ ଥିବାରୁ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ରହିଥିଲା । ସେ କିମ୍ସରେ ଚିକିତ୍ସିତ ହେଉଥିବା ବେଳେ ଫେବୃଆରୀ ୭ ତାରିଖରେ ଯକୃତ ପ୍ରତିରୋପଣ ବା ଲିଭର ଟ୍ରାନ୍ସପ୍ଲାନେଟ ପାଇଁ ତାଙ୍କୁ ଦିଲ୍ଲୀ ନିଆଯାଇଥିଲା ।ପିଣ୍ଟୁ ନନ୍ଦଙ୍କୁ ଡୋନର ନମିଳିବାରୁ ନୂଆଦିଲ୍ଲୀରୁ ହାଇଦ୍ରାବାଦ ସ୍ଥାନାନ୍ତର କରାଯାଇଥିଲା। ଯଶୋଦା ହସ୍ପିଟାଲ୍ ଡାକ୍ତରମାନେ ତାଙ୍କୁ ଲିଭର ଟ୍ରାନ୍ସପ୍ଲାଣ୍ଟେସନ୍ (କାଡେଭର) କରିବାକୁ ପରାମର୍ଶ ଦେଇଥିଲେ। ପରିବାରର ଜଣେ ସଦସ୍ୟ ଲିଭର ଦାନ କରିବାର ଥିଲା। କିନ୍ତୁ ଠିକ ସମୟରେ ବ୍ଲଡ୍ ଗ୍ରୁପ୍ ଅସଙ୍ଗତି ଏବଂ ଅନ୍ୟାନ୍ୟ କାରଣରୁ ତାହା ସମ୍ଭବ ହୋଇପାରିନଥିଲା।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।