ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ପୁଣି ଓଡିଆ ଅଭିନୟ ଜଗତ ପାଇଁ ଦୁଃଖଦ ଖବର ଆସିଛି । ଆଉ ନାହାନ୍ତି ଅଭିନେତା ସୋମଦତ୍ତ ଦାସ । ହୃଦଘାତରେ ଦୁନିଆକୁ ଅଲବିଦା କହିଛନ୍ତି ସୋମଦତ୍ତ ।
ପୁଣି ଓଡିଆ ଅଭିନୟ ଜଗତ ପାଇଁ ଦୁଃଖଦ ଖବର ଆସିଛି । ଆଉ ନାହାନ୍ତି ଅଭିନେତା ସୋମଦତ୍ତ ଦାସ । ହୃଦଘାତରେ ଦୁନିଆକୁ ଅଲବିଦା କହିଛନ୍ତି ସୋମଦତ୍ତ । ମୃତ୍ୟୁ ବେଳକୁ ତାଙ୍କୁ ୪୮ ବର୍ଷ ହୋଇଥିଲା । ଗତକାଲି (ବୁଧବାର) ସଂନ୍ଧ୍ୟାରେ ଭୁବନେଶ୍ବରସ୍ଥିତ ସହୀଦନଗର ବାସ ଭବନରେ ତାଙ୍କର ପରଲୋକ ହୋଇଛି । ସୋମଦତ୍ତ ଦାସ ଓରଫ ଲିଟୁଙ୍କୁ ହରାଇ ଶୋକରେ ବୁଡିଛି ଓଡିଆ କଳା ଜଗତ । ସୋମଦତ୍ତଙ୍କ ବିୟୋଗରେ ବହୁ ଓଡିଆ ଅଭିନେତା ଓ ସିନେ କଳାକାର ଶୋକ ପ୍ରକାଶ କରିଛନ୍ତି ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।