ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ଲଞ୍ଚପ୍ୟାଡରେ ତୟାର ଇସ୍ରୋର ୱାର୍କହର୍ସ PSLV-C 57 । ଏବେ କେବଳ ଅପେକ୍ଷା- ଶନିବାର ଦିନ ୧୧ଟା ୫୦କୁ । ଠିକ୍ ସମୟରେ ଭୂପୃଷ୍ଠକୁ ଛାଡ଼ିବ ଆଦିତ୍ୟ-L1 ।
ଲଞ୍ଚପ୍ୟାଡରେ ତୟାର ଇସ୍ରୋର ୱାର୍କହର୍ସ PSLV-C 57 । ଏବେ କେବଳ ଅପେକ୍ଷା- ଶନିବାର ଦିନ ୧୧ଟା ୫୦କୁ । ଠିକ୍ ସମୟରେ ଭୂପୃଷ୍ଠକୁ ଛାଡ଼ିବ ଆଦିତ୍ୟ-L1 । ଆଦିତ୍ୟ ଏଲ-ୱାନକୁ ନେଇ ମହାକାଶକୁ ଯିବ ପିଏସଏଲଭି-ସି ୫୭ ରକେଟ୍ ।ସୂର୍ଯ୍ୟଯାନ ଉତକ୍ଷେପଣର ୧୨୭ ଦିନ ଯାତ୍ରା କରିବା ପରେ ୧୫ ଲକ୍ଷ କିଲୋମିଟର ଲେଙ୍ଗରେଜିୟନ ପଏଣ୍ଟରେ ପହଞ୍ଚିବ । ଆଦିତ୍ୟଏଲ-୧ ମହାକାଶ ଯାନକୁ ଇସ୍ରୋ ପୃଥିବୀ ଠାରୁ ୧ ଦଶମିକ ୫ ନିୟୁତ କିମି ଉଚ୍ଚରେ ହାଲୋ ଅରବିଟରରେ ସ୍ଥାପନ କରିବ । ଯାହା ଇସ୍ରୋ ପାଇଁ ଏକ ଜଟିଳ କାର୍ଯ୍ୟ । କାରଣ ହାଲୋ ଅରବିଟରରେ ପୃଥିବୀର ଆକର୍ଷଣ ଶକ୍ତି ଶେଷ ହେଉଛି ଓ ସୂର୍ଯ୍ୟର ଆକର୍ଷଣ ଶକ୍ତି ଆରମ୍ଭ ହେଉଛି । ଏଠାରେ କୌଣସି ଛୋଟ ବସ୍ତକୁ ଦୀର୍ଘ ସମୟ ରଖାଯାଇପାରିବ ।
ସୂଚନାନୁସାରେ , କାଉଣ୍ଟ୍ଡାଉନ୍ ଆରମ୍ଭ ହୋଇସାରିଥିବା ବେଳେ ଇସ୍ରୋ ମୁଖ୍ୟ ଏସ୍ ସୋମନାଥଙ୍କ ସମେତ ଏକ ବୈଜ୍ଞାନିକ ଟିମ୍ ତିରୁପତି ସ୍ଥିତ ଚେଙ୍ଗାଲାମା ପରମେଶ୍ବରୀ ମନ୍ଦିର ଯାଇ ପୂଜାର୍ଚ୍ଚନା କରିଛନ୍ତି । ଏହା ସହିତ ଆଦିତ୍ୟ ଏଲ୍-1ର ଏକ ମଡେଲ୍ ନେଇ ଇସ୍ରୋ ବୈଜ୍ଞାନିକମାନେ ତିରୁମାଳା ଭେଙ୍କଟେଶ୍ବର ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି । ସବୁ କିଛି ଠିକଠାକ ରହିଲେ ଏହା ଆସନ୍ତାକାଲି ମଧ୍ୟାହ୍ନ 11.50 ମିନିଟରେ ଉତକ୍ଷେପଣ ହେବ । ତେବେ ଏହା ପୂର୍ବରୁ ଆଜି ଶ୍ରୀହରିକୋଟା ସ୍ଥିତ ଇସ୍ରୋ ପରିସରକୁ ରଙ୍ଗିନ ଆଲୋକମାଳାରେ ସଜ୍ଜିତ କରାଯାଇଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।