ଯାତ୍ରା ଅଭିନେତ୍ରୀ ନିଶା ଅଳ୍ପ ସମୟ କଲେ ଷ୍ଟେଜ୍ ସୋ, ତାତିଲେ ଲୋକ
ଗତକାଲି କିଶୋରନଗର ବରପଡ଼ିଆରେ ଓଡ଼ିଶା ସମ୍ରାଟର ଯାତ୍ରା ଚାଲିଥିଲା। ଯାତ୍ରା ଦେଖିବା ପାଇଁ ଲୋକଙ୍କ ଖଚାଖଚ ଭିଡ଼ ଜମିଥିଲା।
Loading...
ଓୟୁଏଟି ଫାର୍ମରେ ଅଖିମୁଠି ଅନୁକୂଳ କରିବେ ନବୀନ ପଟ୍ଟନାୟକ । ଏହାପରେ ମିଶନଶକ୍ତି କାଫେ ସହ କୃଷି ସମୀକ୍ଷା କେନ୍ଦ୍ର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ।
କାଲି ପବିତ୍ର ଅକ୍ଷୟ ତୃତୀୟା । ଅକ୍ଷୟ ତୃତୀୟାରେ ଅଖି ମୁଠି ଅନୁକୂଳ କରିବ ଚାଷୀ । ଏହି ଅବସରରେ ଓୟୁଏଟି ଫାର୍ମରେ ଅଖିମୁଠି ଅନୁକୂଳ କରିବେ ନବୀନ ପଟ୍ଟନାୟକ । ଏହାପରେ ମିଶନଶକ୍ତି କାଫେ ସହ କୃଷି ସମୀକ୍ଷା କେନ୍ଦ୍ର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ଏହାପରେ ସାଢେ ୧୦ ବେଳ ୟୁନିଟ -୪ରେ ନବନିର୍ମିତ ବିଜେଡି ପାର୍ଟି ଅଫିସ ଉଦଘାଟନ କରିବେ ନବୀନ ପଟ୍ଟନାୟକ ।
Shakespeare, in the beautiful garden, among the party. Some of the hall: in fact she was ever to.
ଗତକାଲି କିଶୋରନଗର ବରପଡ଼ିଆରେ ଓଡ଼ିଶା ସମ୍ରାଟର ଯାତ୍ରା ଚାଲିଥିଲା। ଯାତ୍ରା ଦେଖିବା ପାଇଁ ଲୋକଙ୍କ ଖଚାଖଚ ଭିଡ଼ ଜମିଥିଲା।
ସୌରୀନ ଦୀର୍ଘ ଦିନ ଧରି ଧରା ଛୁଆଁ ନେଦେବାରୁ ଏହି ପଦକ୍ଷେପ ଗ୍ରହଣ କଲା ପୁଲିସ ।
ନିଜ ପୋଷାକକୁ ନେଇ ସବୁବେଳେ ବିବାଦରେ ରହୁଥିବା ଉର୍ଫି ଏବେ ନିର୍ବନ୍ଧ କରିଥିବା ନେଇ ଚର୍ଚ୍ଚା ହେଉଛି।