'ରମି' ଆପର ପ୍ରମୋସନ କରି ଅଡୁଆରେ କ୍ରିକେଟର ସଚିନ ତେନ୍ଦୁଲକର
ଅନଲାଇନ ଗେମ୍ ପ୍ରମୋସନକୁ ନେଇ ଅଡୁଆରେ ସଚିନ ତେନ୍ଦୁଲକର । 'ରମି' ଆପର ପ୍ରମୋସନ ପାଇଁ ଭାରତ ରତ୍ନ ତଥା କ୍ରିକେଟର ସଚିନ ତେନ୍ଦୁଲକରଙ୍କ ନାଁରେ ମାମଲା ଉଚ୍ଚ ନ୍ୟାୟାଳୟରେ ପହଞ୍ଚିଛି ।
Loading...
ଆସନ୍ତାକାଲି ଚନ୍ଦନ ଯାତ୍ରା ଓ ଅକ୍ଷୟ ତୃତୀୟା। ଶ୍ରୀକ୍ଷେତ୍ରରେ ପୁରୀରେ ଏଥି ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି।ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣର ହେବ ରଥକାଠ ଅନୁକୂଳ।
ଆସନ୍ତାକାଲି ଚନ୍ଦନ ଯାତ୍ରା ଓ ଅକ୍ଷୟ ତୃତୀୟା। ଶ୍ରୀକ୍ଷେତ୍ରରେ ପୁରୀରେ ଏଥି ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି। ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣର ହେବ ରଥକାଠ ଅନୁକୂଳ। ଆସନ୍ତାକାଲିଠୁ ମହାପ୍ରଭୁଙ୍କ ଚନ୍ଦନଯାତ୍ରା ଆରମ୍ଭ ହୋଇ ୪୨ ଦିନ ବ୍ୟାପୀ ଚାଲିବ। ଏହି ସମୟରେ ବହୁ ଭକ୍ତଙ୍କ ସମାଗମ ହେବ। ଏଣୁ ସୁରକ୍ଷା ଉପରେ ଅଧିକ ଧ୍ୟାନଦେବାକୁ ପୁଲିସ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଅନଲାଇନ ଗେମ୍ ପ୍ରମୋସନକୁ ନେଇ ଅଡୁଆରେ ସଚିନ ତେନ୍ଦୁଲକର । 'ରମି' ଆପର ପ୍ରମୋସନ ପାଇଁ ଭାରତ ରତ୍ନ ତଥା କ୍ରିକେଟର ସଚିନ ତେନ୍ଦୁଲକରଙ୍କ ନାଁରେ ମାମଲା ଉଚ୍ଚ ନ୍ୟାୟାଳୟରେ ପହଞ୍ଚିଛି ।
ଆପଲ୍ର ନୂଆ ଆଇଫୋନ୍-୧୫ ପ୍ରୋ ସିରିଜ୍ରେ ତାତି ସମସ୍ୟା ଦେକାଦେଇଛି। କଂପାନି ପକ୍ଷରୁ କୁହାଯାଇଛି ଯେ ଇନ୍ଷ୍ଟାଗ୍ରାମ୍, ଉବର୍ ଭଳି ଆପ୍ ଯୋଗୁଁ ଏଭଳି ସମସ୍ୟା ଦେଖାଦେଇଛି।
ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ହୋଇଥିବା ବିସ୍ଫୋରଣ ଘଟଣା ପୁଣି ଚର୍ଚ୍ଚାକୁ ଆସିଛି। ଏହି ମାମଲାରେ ବିସ୍ତୃତ ରିପୋର୍ଟ ଦାଖଲ କରିନଥିବାରୁ ଜାତୀୟ ମାନବାଧିକାର ଆୟୋଗ(ଏନ୍ଏଚ୍ଆର୍ସି) ଭୁବନେଶ୍ବର-କଟକ ପୁଲିସ କମିସନରଙ୍କୁ ସର୍ତ୍ତମୂଳକ ସମନ ଜାରି କରିଛନ୍ତି।