Loading...

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ପାଇଁ କାଲିଠାରୁ ୫ ଦିନ ସ୍କୁଲ ଛୁଟି

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ପାଇଁ କାଲିଠାରୁ ୫ ଦିନ ସ୍କୁଲ ଛୁଟି

ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ଆସନ୍ତାକାଲି ଠାରୁ ରାଜ୍ୟର ସମସ୍ତ ସ୍କୁଲ ଛୁଟି ।

ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ଆସନ୍ତାକାଲି ଠାରୁ ରାଜ୍ୟର ସମସ୍ତ ସ୍କୁଲ ଛୁଟି । ଆସନ୍ତା କାଲିଠାରୁ ୩୦ ତାରିଖ ପର୍ଯ୍ୟନ୍ତ ୫ ଦିନ ପାଇଁ ସ୍କୁଲ ଛୁଟି ରହିବ । ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ରହିବ । ସ୍କୁଲ ଛୁଟି ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସୂଚନା ଦିଆଯାଇଛି । ସ୍କୁଲ ଛୁଟି ସତ୍ତ୍ୱେ ମାଟ୍ରିକ ଓ +୨ ପରୀକ୍ଷା ଚାଲୁ ରହିବ ।  

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.