29.1 C
Bhubaneswar
June 13, 2021
EnewsOdia.Com
ନ୍ୟୁଜ୍

ଆସନ୍ତା କାଲି ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ

ଆସନ୍ତାକାଲି ଟ୍ରେଡ୍ ୟୁନିଅନ ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି । ସମସ୍ତ ବ୍ୟାଙ୍କ ଓ ବିଭିନ୍ନ  କାର୍ଯ୍ୟଳୟ ଗୁଡିକ ବନ୍ଦ ରହିବା ସହିତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ଏନେଇ ଶିକ୍ଷା ବିଭାଗ ପକ୍ଷରୁ ନୋଟିସ୍ ଜାରି କରାଯାଇଛି । ଭାରତ ବନ୍ଦ ଡାକରା ଯୋଗୁଁ ରାଜ୍ୟରେ ଯାନବାହନ ପ୍ରଭାବିତ ମଧ୍ୟ ହେବ ।

ମିଳିଥିବା ସୂଚନାଅନୁସାରେ,  ୧୨ ଦଫା ଦାବି ନେଇ ଧର୍ମଘଟ ଡାକରା ଦେଇଛି କେନ୍ଦ୍ରୀୟ ଟ୍ରେଡ଼ ୟୁନିୟନ ଓ ସ୍ବାଧୀନ ଫେଡରେସନ ମିଳିତ ମଞ୍ଚ । ସରକାରଙ୍କ ‘ଦମନକାରୀ ନୀତି’ ଦେଶର ଆର୍ଥିକ ସଙ୍କଟ, ଦରଦାମ ବୃଦ୍ଧି ଏବଂ ବେକାରୀ ସମସ୍ୟାକୁ ନେଇ ବନ୍ଦ ପାଳନ କରାଯିବ । ଶାନ୍ତିପୂର୍ଣ୍ଣ ବନ୍ଦ ପାଳନରେ ରାଜ୍ୟ ସରକାରଙ୍କ ସହଯୋଗ ଲୋଡିଛି ମଞ୍ଚ । ଏହି ବନ୍ଦକୁ କଂଗ୍ରେସ ପୂର୍ଣ୍ଣ ସମର୍ଥନ ଦେବ ବୋଲି ପିସିସି ସଭାପତି କହିଥିବା AITUCର ଜାତୀୟ ସମ୍ପାଦକ ରାମକୃଷ୍ଣ ପଣ୍ଡା କହିଛନ୍ତି ।

ପଢନ୍ତୁ: ଥଣ୍ଡାରେ ଥରୁଛି ସାରା ଓଡ଼ିଶା, କାଲିଠୁ ବର୍ଷା

Related posts

ରାଜଧାନୀରେ କୁକୁଡ଼ା ମାଂସ ଓ ଅଣ୍ଡା ଖାଇବାରେ ନାହିଁ କୌଣସି ଭୟ

Ratnamani Maharana

ଆଜି ବିଶ୍ବ ପଖାଳ ଦିବସ: ପଖାଳ କଂସାକୁ କରୋନା ଡର

Ratnamani Maharana

ପ୍ରି-ୱେଡିଙ୍ଗ ଫଟୋସୁଟ୍ ଉପରେ ଲାଗିଲା ପ୍ରତିବନ୍ଧକ

Ratnamani Maharana

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More