ଖଡ଼ାଶାଗ ବିକିବାକୁ ‘ଅଡି’ କାର୍ ଚଢ଼ି ଯାଉଛନ୍ତି କେରଳ କୃଷକ
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
Loading...
ଆଜିଠାରୁ ଦୁଇ ଦିନ ସ୍କୁଲ ଛୁଟି । ଆସନ୍ତା ୧୯ ଓ ୨୦ ତାରିଖ ରାଜ୍ୟର ସମସ୍ତ ସ୍କୁଲ ଛୁଟି ଘୋଷଣା। ପ୍ରଥମରୁ ଦ୍ବାଦଶ ଶ୍ରେଣୀ ଯାଏଁ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ।
ଆଜିଠାରୁ ଦୁଇ ଦିନ ସ୍କୁଲ ଛୁଟି । ଆସନ୍ତା ୧୯ ଓ ୨୦ ତାରିଖ ରାଜ୍ୟର ସମସ୍ତ ସ୍କୁଲ ଛୁଟି ଘୋଷଣା। ପ୍ରଥମରୁ ଦ୍ବାଦଶ ଶ୍ରେଣୀ ଯାଏଁ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ। ସବୁ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ୨ ଦିନ ବନ୍ଦ ରହିବ । ଖରା ତାତିକୁ ଦୃଷ୍ଟିରେ ରଖି ବନ୍ଦ ଘୋଷଣା କରିଛନ୍ତି ରାଜ୍ୟ ସରକାର। ରାଜ୍ୟରେ ଅତ୍ୟଧିକ ଖରା ଗରମ ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ସ୍କୁଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।
Shakespeare, in the beautiful garden, among the party. Some of the hall: in fact she was ever to.
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
ସିନେମା ‘ମାର୍କ ଆଣ୍ଟନୀ’ ସେପ୍ଟେମ୍ବର ୧୫ ତାରିଖରେ ରିଲିଜ ହୋଇଛି। ଏହି ସିନେମାକୁ ଦର୍ଶକ ଖୁବ ପସନ୍ଦ ବି କରୁଛନ୍ତି। ‘ମାର୍କ ଆଣ୍ଟନୀ’ର ହିନ୍ଦୀ ଭର୍ସନ ସେପ୍ଟେମ୍ବର ୨୮ରେ ରିଲିଜ ହେବ।
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।