Loading...

ଉଚ୍ଚଶିକ୍ଷା ବିଭାଗର ନିର୍ଦେଶନୁସାରେ ରାଜ୍ୟର ସବୁ ବିଶ୍ବବିଦ୍ୟାଳୟ କ୍ୟାମ୍ପସ WiFi ବାଧ୍ୟତାମୂଳକ

ଉଚ୍ଚଶିକ୍ଷା ବିଭାଗର ନିର୍ଦେଶନୁସାରେ ରାଜ୍ୟର ସବୁ ବିଶ୍ବବିଦ୍ୟାଳୟ କ୍ୟାମ୍ପସ WiFi ବାଧ୍ୟତାମୂଳକ

ରାଜ୍ୟର ସବୁ ବିଶ୍ବବିଦ୍ୟାଳୟ କ୍ୟାମ୍ପସ ହେବ WiFi ଯୁକ୍ତ ।  ଛାତ୍ର ଛାତ୍ରୀଙ୍କୁ ମିଳିବ ମାଗଣା WiFi । ଯାହାକି ଛାତ୍ରଛାତ୍ରୀଙ୍କୁ ପାଠପଢିବାରେ ସୁବିଧା ଯୋଗାଇବ  । ଯାହା ଫଳରେ ଶୈକ୍ଷିକ ବାତାବରଣରେ ଉନ୍ନତି ଆସିପାରିବ।

ରାଜ୍ୟର ସବୁ ବିଶ୍ବବିଦ୍ୟାଳୟ କ୍ୟାମ୍ପସ ହେବ WiFi ଯୁକ୍ତ ।  ଛାତ୍ର ଛାତ୍ରୀଙ୍କୁ ମିଳିବ ମାଗଣା WiFi । ଯାହାକି ଛାତ୍ରଛାତ୍ରୀଙ୍କୁ ପାଠପଢିବାରେ ସୁବିଧା ଯୋଗାଇବ  । ଯାହା ଫଳରେ ଶୈକ୍ଷିକ ବାତାବରଣରେ ଉନ୍ନତି ଆସିପାରିବ।ଏଥିପାଇଁ କ୍ୟାମ୍ପସ ରେ ଓ୍ବାଇଫାଇ ନେଟଓ୍ବର୍କ ଇନଷ୍ଟଲ କରିବା ଲାଗି ବ୍ୟୟ ଅଟକଳ ଦେବାକୁ ସବୁ ବିଶ୍ବବିଦ୍ୟାଳୟର କୁଳସଚିବଙ୍କୁ ନିର୍ଦ୍ଦେଶ ଦେଇଛି ଉଚ୍ଚଶିକ୍ଷା ବିଭାଗ  । 

ଉଚ୍ଚଶିକ୍ଷାବିଭାଗ କହିବାନୁସାରେ, ପିଲାଙ୍କ ଶିକ୍ଷାଆହରଣରେ ସୁବିଧାକୁ ନଜରରେ ରଖି ଉଚ୍ଚଶିକ୍ଷା ବିଭାଗ ଏହି ନିଷ୍ପତ୍ତି ନେଇଛି  । ଅଧିକାଂଶ ପାଠ୍ୟ ପୁସ୍ତକ ଅନ୍ ଲାଇନରେ ରହିଛି । ମାଗଣା ଓ୍ବାଇଫାଇ ସୁବିଧା ଦ୍ବାରା ଛାତ୍ରଛାତ୍ରୀଙ୍କ ଅଧ୍ୟୟନରେ ସହାୟକ ହେବ ।  

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.