ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ସୁନେଲି ପରଦାରେ ଡେବ୍ୟୁ କରିବାକୁ ଯାଉଛନ୍ତି ସାଉଥ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ଝିଅ ଆରହା। ଅପକମିଙ୍ଗ ସାଉଥ ଫିଲ୍ମ ‘ଶକୁନ୍ତଲମ୍’ରେ ଡେବ୍ୟୁ କରିବେ ଆରହା। ସାଉଥର ହିଟ୍ ଅଭିନେତ୍ରୀ ସମନ୍ଥା ରୁଥ ପ୍ରଭୁଙ୍କ ସହ ସ୍କ୍ରିନ୍ ସେୟାର କରିବେ ଆରହା।
ସୁନେଲି ପରଦାରେ ଡେବ୍ୟୁ କରିବାକୁ ଯାଉଛନ୍ତି ସାଉଥ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ଝିଅ ଆରହା। ଅପକମିଙ୍ଗ ସାଉଥ ଫିଲ୍ମ ‘ଶକୁନ୍ତଲମ୍’ରେ ଡେବ୍ୟୁ କରିବେ ଆରହା। ସାଉଥର ହିଟ୍ ଅଭିନେତ୍ରୀ ସମନ୍ଥା ରୁଥ ପ୍ରଭୁଙ୍କ ସହ ସ୍କ୍ରିନ୍ ସେୟାର କରିବେ ଆରହା। ଏଥିପାଇଁ ବେଶ୍ ଉତ୍ସାହିତ ଅଛନ୍ତି ଅଭିନେତା ଆଲ୍ଲୁ ଅର୍ଜୁନ ଓ ତାଙ୍କ ପତ୍ନୀ।ଆଲ୍ଲୁଙ୍କ ଝିଅ ଆରହାଙ୍କୁ ମାତ୍ର ୬ବର୍ଷ। ଆରହା ଦେଖିବାକୁ ବହୁତ ସୁନ୍ଦର । ଏତେ କମ ବୟସରେ ସେ ଡେବ୍ୟୁ କରିବାକୁ ଯାଉଛନ୍ତି। ଆରା ‘ଶକୁନ୍ତଲାମ’ରେ ସହିତ ଡେବ୍ୟୁ କରିବାକୁ ଯାଉଛନ୍ତି। ଉଲ୍ଲେଖଥାଉ କି, ଆଲ୍ଲୁ ତାଙ୍କର ଏକ ସାକ୍ଷାତକାରରେ ସ୍ପଷ୍ଟ କରି କହିଥିଲେ ଯେ ଆରହା ପାଠ ପଢା ସମାପ୍ତ କରିବା ପରେ ଫିଲ୍ମ କ୍ୟାରିୟରରେ ପାଦ ଦେବେ। କିନ୍ତୁ ଏବେ ଲାଗୁଛି ଯେ ଆରହା ଫିଲ୍ମ ଜଗତରେ ପ୍ରବେଶ କରିବାକୁ ତତ୍ପର। ୬ ବର୍ଷ ବୟସରେ, ଆରହା ତାଙ୍କ ନାମରେ ଏହି ସଫଳତା ହାସଲ କରିଛନ୍ତି।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।