ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ରୁଷ୍-ୟୁକ୍ରେନ୍ ଯୁଦ୍ଧ ଚାଲିଥିବା ବେଳେ ୧୪ଶ ଭାରତ-ଜାପାନ ବାର୍ଷିଖ ଶିଖର ସମ୍ମଳନୀ’ରେ ଯୋଗ ଦେବା ପାଇଁ ଆଜି ଦୁଇଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଜାପାନୀ ପ୍ରଧାନମନ୍ତ୍ରୀ ଫୁମିଓ କିଶିଡା।
ରୁଷ୍-ୟୁକ୍ରେନ୍ ଯୁଦ୍ଧ ଚାଲିଥିବା ବେଳେ ୧୪ଶ ଭାରତ-ଜାପାନ ବାର୍ଷିଖ ଶିଖର ସମ୍ମଳନୀ’ରେ ଯୋଗ ଦେବା ପାଇଁ ଆଜି ଦୁଇଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଜାପାନୀ ପ୍ରଧାନମନ୍ତ୍ରୀ ଫୁମିଓ କିଶିଡା।ଗସ୍ତ ସମୟରେ କିଶିଡା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହିତ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଦୁଇ ନେତାଙ୍କ ମଧ୍ୟରେ ଏହା ହେବ ପ୍ରଥମ ଶିଖର ବୈଠକ।
ସ୍ବତନ୍ତ୍ର ରଣନୈତିକ ଏବଂ ବୈଶ୍ବିକ ସହଭାଗିତା’ ପରିସର ମଧ୍ୟରେ ଭାରତ ଓ ଜାପାନର ବହୁମୁଖୀ ସମବାୟ ବା ସହଯୋଗିତା ରହିଛି। ବିବିଧ କ୍ଷେତ୍ରରେ ଦ୍ବିପାକ୍ଷିକ ସହଯୋଗିତାର ସମୀକ୍ଷା କରିବା ସହ ତା’ର ସୁଦୃଢ଼ୀକରଣ ନିମନ୍ତେ ଏହି ଶିଖର ବୈଠକ ଉଭୟ ଦେଶକୁ ସୁଯୋଗ ପ୍ରଦାନ କରିବ। ଏହା ବ୍ୟତିରେକେ, ଭାରତ-ପ୍ରଶାନ୍ତ ଅଞ୍ଚଳ ଏବଂ ତା’ ବାହାରେ ଶାନ୍ତି, ସ୍ଥିରତା ଏବଂ ସମୃଦ୍ଧି ଲାଗି ସେମାନଙ୍କର ସହଭାଗୀତାର ଅଗ୍ରଗତି ନିମନ୍ତେ ଉଭୟ ଦେଶ ପାରସ୍ପାରିକ ସ୍ବାର୍ଥସମ୍ବଳିତ ଆଞ୍ଚଳିକ ଏବଂ ବୈଶ୍ବିକ ସମସ୍ୟା ଉପରେ ମତ ବିନିମୟ କରିପାରିବେ। ମୋଦୀ-କିଶିଡାଙ୍କ ଆଲୋଚନାରେ ୟୁକ୍ରେନ୍ ପରିସ୍ଥିତି କଥା ମଧ୍ୟ ପଡ଼ିପାରେ।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।