ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
୨୦୨୪ ନିର୍ବାଚନ ପାଇଁ ରାଜ୍ୟରେ ରାଜନୈତିକ ମାହୋଲ ଦେଖିବାକୁ ମିଳୁଥିବାବେଳେ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଅମିତ ଶାହା।
୨୦୨୪ ନିର୍ବାଚନ ପାଇଁ ରାଜ୍ୟରେ ରାଜନୈତିକ ମାହୋଲ ଦେଖିବାକୁ ମିଳୁଥିବାବେଳେ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଅମିତ ଶାହା। ବିଜେପି ଚାଣକ୍ୟ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ରାଜନୈତିକ ଦୃଷ୍ଟିକୋଣରୁ ବେଶ ଗୁରୁତ୍ୱ ବହନ କରୁଛି ।ଲୋକସଭା ପ୍ରବାସ କାର୍ଯ୍ୟକ୍ରମରେ ଭଦ୍ରକରେ କରିବେ ସମାବେଶ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପିର ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।