News

ପରଲୋକରେ ବିଶିଷ୍ଟ ଚଳଚ୍ଚିତ୍ର ନିର୍ମାତା ଓ ନିର୍ଦ୍ଦେଶକ ଅମୀୟ ପଟ୍ଟନାୟକ

ବିଶିଷ୍ଟ ଚଳଚ୍ଚିତ୍ର ନିର୍ମାତା ଓ ନିର୍ଦ୍ଦେଶକ ଅମୀୟ ପଟ୍ଟନାୟକଙ୍କ ଗତକାଲି ପରଲୋକ ହୋଇଛି । ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଅମୀୟଙ୍କ ଦେହାନ୍ତ ହୋଇଛି।

amiy ଅମୀୟ ପରଲୋକରେ ବିଶିଷ୍ଟ ଚଳଚ୍ଚିତ୍ର ନିର୍ମାତା ଓ ନିର୍ଦ୍ଦେଶକ ଅମୀୟ ପଟ୍ଟନାୟକ amiy

ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣେ ଲୋକପ୍ରିୟ ପ୍ରଯୋଜକ ଓ ନିର୍ଦ୍ଦେଶକ ଭାବେ ସେ ବେଶ ସୁନାମ ଅର୍ଜନ କରିଥିଲେ। ୮୦ଦଶକରେ ଚଳଚ୍ଚିତ୍ର ନିର୍ମାଣ କ୍ଷେତ୍ରରେ ପ୍ରବେଶ କରି ସେ ଦର୍ଶକଙ୍କୁ ଅନେକ ମନୋରଞ୍ଜନ ଧର୍ମୀ ଚଳଚ୍ଚିତ୍ର ଭେଟି ଦେଇଥିଲେ। ୧୯୮୪ ମସିହାରେ ସେ ନିର୍ମାଣ କରିଥିଲେ ଓଡ଼ିଆ ଫିଲ୍ବ ‘ହାକିମ ବାବୁ’। ପ୍ରଣବ ଦାସ ଏହାର ନିର୍ଦ୍ଦେଶନା ଦେଇଥିଲେ। ‘ହାକିମ ବାବୁ’କୁ ରାଜ୍ୟ ଏବଂ ରାଷ୍ଟ୍ରୀୟ ପୁରସ୍କାର ମିଳିଥିଲା।

ଅମୀୟ ପଟ୍ଟନାୟକଙ୍କ ବିୟୋଗରେ ରାଜ୍ୟର ଚଳଚ୍ଚିତ୍ର ଜଗତରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି। ତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ରାଜ୍ୟର ବହୁ ସିନେ କଳାକାର ଆସିଥିଲେ।

ପଢନ୍ତୁ; ଅମୃତସର ରେଳ ଦୁର୍ଘଟଣା:ମୃତ୍ୟୁ ସଂଖ୍ୟା ୬୧କୁ ବୃଦ୍ଧି,ଆହୁରି ବଢିପାରେ

Related posts

ଜାରି ରହିଛି ବ୍ଳକଗ୍ରାଂଟ ଶିକ୍ଷକ ଓ ଅଧ୍ୟାପକଙ୍କ ଆନ୍ଦୋଳନ, ସମାଧାନ କେବେ ହେବ ଏନେଇ ପ୍ରଶ୍ନ

ENO Beuro

ଝାରପଡା ଜେଲରେ ଅଭାବନୀୟ ଘଟଣା:ଜେଲରେ ବିଚାରାଧୀନ କଏଦୀଙ୍କ ଆତ୍ମହତ୍ୟା

ENO Beuro

ବହୁବିବାହ, ନିକାହ ହଲାଲା ପ୍ରସଙ୍ଗ : କେନ୍ଦ୍ରକୁ ସୁପ୍ରିମ୍‌କୋର୍ଟଙ୍କ ନୋଟିସ

ENO Beuro

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More