ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଆଜି ୨୧ତମ ଶ୍ରାଦ୍ଦବାର୍ଷିକୀ

ଭୁବନେଶ୍ୱର ବିନ୍ଦୁସାଗରରେ ହେଲା ତିଳତର୍ପଣ

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୧ତମ ଶ୍ରାଦ୍ଧବାର୍ଷିକୀ । ରାଷ୍ଟ୍ରନାୟକ ବିଜୟାନନ୍ଦ ପଟ୍ଟନାୟକଙ୍କ ନାମରେ ପ୍ରତିଷ୍ଠା ବିଜୁ ଜନତା ଦଳ ପକ୍ଷରୁ ଶ୍ରାଦ୍ଧବାର୍ଷିକୀ ପାଳନ କରାଯାଉଛି । ଏଥିପାଇଁ ଦଳର ତୁଙ୍ଗନେତାମାନେ ଭୁବନେଶ୍ୱର ବିନ୍ଦୁ ସାଗରରେ ତିଳତର୍ପଣ କରିଛନ୍ତି ।

ଭୁବନେଶ୍ୱର ମେୟର ଅନନ୍ତ ନାରାୟଣ ଜେନାଙ୍କ ସମେତ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ, ଉତର-ଭୁବନେଶ୍ୱର ବିଧାୟକ ପ୍ରିୟଦର୍ଶୀ ମିଶ୍ର ପ୍ରମୁଖ ଓଡିଶାର ଏହି ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି । ଏଥିସହ ବିଜେଡି ରାଜ୍ୟ କାର୍ଯ୍ୟାଳୟରେ ମଧ୍ୟ ସ୍ୱତନ୍ତ୍ର ଆୟୋଜନ କରାଯାଇଛି ।

ପଢନ୍ତୁ ;

କାକୁଡି ଖାଇବା ଦ୍ଵାରା କେଉଁ ସବୁ ରୋଗ ଦୂର ହୋଇଥାଏ ଜାଣନ୍ତୁ ?

Related posts

କରଜ ସୁଝିବା ପାଇଁ ବିଭିନ୍ନ କମ୍ପାନୀର ନିଜ ଅଂଶ ବିକ୍ରି କରିବେ ମୁକେଶ ଅମ୍ବାନୀ

ଆଜି ତାଳଚେରର ପ୍ରସିଦ୍ଧ ହେଙ୍ଗୁଳା ଯାତରେ ଶୁଣିବା ହୃଦୟସ୍ପର୍ଶୀ ଭଜନ “ଆସୁଛି ହେଙ୍ଗୁଳା ଯାତ”

୮୦.୫ କୋଟି ବ୍ୟୟରେ ନିର୍ମାଣ ହୋଇଛି ନୂଆ ସାଂସଦଙ୍କ ରହଣି ପାଇଁ ଅସ୍ଥାୟୀ ଗେଷ୍ଟହାଉସ୍