ବାସୁଦେବପୁରରେ ଓଲଟିଲା ବସ୍‌, ୧୫ଜଣ ଯାତ୍ରୀ ଆହତ

ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଳକ୍ ଅନ୍ତର୍ଗତ ବେକମୁଡି ଛକ ନିକଟରେ ଏକ ବସ୍ ଦୁର୍ଘଟଣା ଘଟିଛି। ବିଲ ତଳକୁ ଏକ ଯାତ୍ରୀବାହୀ ବସ୍ ଓଲଟି ପଡିଛି। ଏଥିରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି।

ଗେଲେଶ୍ୱର ନାମକ ଏହି ବସ୍‌ଟି ଭଦ୍ରକରୁ ବାସୁଦେବପୁର ଯାଉଥିଲା। ବସ୍‌ରେ ପ୍ରାୟ ୫୦ ଜଣ ଯାତ୍ରୀ ଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ଅଗ୍ନିଶମ ବିଭାଗ କର୍ମଚାରୀମାନେ ବସ୍‌ ଭିତରୁ ଯାତ୍ରୀମାନଙ୍କୁ ଉଦ୍ଧାର କରିଥିଲେ। ବସ୍‌ ଡ୍ରାଇଭର୍‌ ଓ ହେଲ୍‌ପର୍‌ ଫେରାର ହୋଇଯାଇଛନ୍ତି।

ପଢନ୍ତୁ; ପ୍ରତିଦିନ କଫି ପିଉଛନ୍ତି କି? ସାବଧାନ! ନଚେତ ଭୋଗି ପାରନ୍ତି ଏହି ସବୁ ଶାରୀରିକ ସମସ୍ୟା

Related posts

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ସାରା ଦେଶର ଅଙ୍ଗନୱାଡ଼ି କର୍ମୀ

ଲଳିତକଳା ଏକାଡେମୀର ସଭାପତି ହେଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

ଅବପାତ ରୂପ ନେଲା ଲଘୁଚାପ,ଆହୁରି ୨ଦିନ ବର୍ଷିବ