୨୬ ବର୍ଷ ବୟସରେ ମୃତ୍ୟୁ ଘଟିଛି  ‘ଦିଲ୍‌ ମିଲ୍‌ ଗୟେ’ର ଅଭିନେତା କରନ

 କରନଙ୍କର ୨୬ ବର୍ଷ ବୟସରେ ମୃତ୍ୟୁ ଘଟିଛି

ଛୋଟ ପରଦାର ପପୁଲାର ସୋ ‘ଦିଲ୍‌ ମିଲ୍‌ ଗୟେ’ ରେ ନଜର ଆସିଥିବା କରନ ରବିବାର ସକାଳ ପ୍ରାୟ ୧୧ଟା ସମୟରେ ତାଙ୍କର ମୃତ୍ୟୁ ହୋଇଛି । ହିଟ୍‌ ଶୋ ‘ଦିଲ୍‌ ମିଲ୍‌ ଗୟେ’ର ଜିଗ୍ନେଶ ଚରିତ୍ରରେ ଅଭିନୟ କରିଥିଲେ । କରନଙ୍କର ୨୬ ବର୍ଷ ବୟସରେ ମୃତ୍ୟୁ ଘଟିଛି ।

ପରିବାରବର୍ଗଙ୍କ ସୂଚନା ଅନୁଯାୟୀ, ରବିବାର ସକାଳ ପ୍ରାୟ ୧୧ଟା ସମୟରେ ତାଙ୍କର ମୃତ୍ୟୁ ହୋଇଛି । ତେବେ ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନାହିଁ । ଅଭିନେତା କାରଣଙ୍କ ମୃତୁ ଶୋଇଥିବା ଅବସ୍ଥାରେ ତାଙ୍କର ହୃଦଘାତରେ ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି ।

ପଢନ୍ତୁ ;

ଆଇପିଏଲର ଉଦଘାଟନୀ ଉତ୍ସବରେ ପରଫର୍ମ କରିବେ ରଣବୀର ସିଂ

Related posts

ସପ୍‌ନା ଚୌଧୁରୀଙ୍କ କାର୍ଯ୍ୟକ୍ରମରେ ଦଳାଚକଟା, ଜଣେ ମୃତ

ବିବାହ ପରେ ଦୀପ-ବୀରଙ୍କ ପ୍ରଥମ ଝଲକ, ସୋସିଆଲ ମିଡିଆରେ ହେଲା ଭାଇରାଲ

ରାକ୍ଷୀଙ୍କୁ କାନ୍ଧରେ ଉଠାଇ ତଳେ କଚାଡିଲେ ରେସଲର ରୋବେଲ୍,ଜାଣନ୍ତୁ ତାପରେ କଣ ହେଲା?