ରିଲିଜ ହେଲା ସୁପରଷ୍ଟାର୍ ରିତିକ ରୋଶନଙ୍କ ନୂଆ ସିନେମା ‘ସୁପର-୩୦’

Untitled 1

ବଲିଉଡ଼ ଅଭିନେତା ହ୍ରିତିକ୍‍ ରୋଶନଙ୍କ ଅଭିନୀତ ଚଳଚ୍ଚିତ୍ର ‘ସୁପର ୩୦’ ବକ୍ସ ଅଫିସରେ ଉଲ୍ଲେଖନୀୟ ଆୟ ଜାରି ରଖିଛି। ମୁକ୍ତିଲାଭର ପ୍ରଥମ ଦିନ ଶୁକ୍ରବାର ଚଳଚ୍ଚିତ୍ର ପ୍ରାୟ ୧୨ କୋଟି ଟଙ୍କା ଆୟ କରିଥିଲା। ସେହିପରି ଶନିବାର ଚଳଚ୍ଚିତ୍ର ପ୍ରାୟ ୧୭-୧୮ କୋଟି ଟଙ୍କାର ବ୍ୟବସାୟ କରିଛି। ଚଳଚ୍ଚିତ୍ରର ବଜେଟ୍‍ ପ୍ରାୟ ୭୦ କୋଟି ଟଙ୍କା ରହିଛି।

ବିହାରର ଗଣିତଜ୍ଞ ଆନନ୍ଦ କୁମାରଙ୍କ ଜୀବନ କାହାଣୀ ଉପରେ ଆଧାରିତ ଏହି ଚଳଚ୍ଚିତ୍ରକୁ ଦର୍ଶକ ଖୁବ୍‍ ପସନ୍ଦ କରୁଥିବା ଦେଖିବାକୁ ମିଳିଛି। ଚଳଚ୍ଚିତ୍ରରେ ହ୍ରିତିକ ଆନନ୍ଦ କୁମାରଙ୍କ ଭୂମିକାରେ ଅବତ୍ତୀର୍ଣ୍ଣ ଓ ତାଙ୍କ ଅଭିନୟର ମଧ୍ୟ ଲୋକେ ବହୁତ ପ୍ରଶଂସା କରୁଛନ୍ତି। ମୃଣାଳ ଠାକୁର ଚଳଚ୍ଚିତ୍ରରେ ହ୍ରିତିକଙ୍କ ବିପକ୍ଷ ନାୟିକା ଭାବେ ଅଭିନୟ କରିଛନ୍ତି।

ପଢନ୍ତୁ: ସେଲିବ୍ରେଟିଙ୍କୁ ପାଗଳ କରିଛି ବଟଲ୍ କ୍ୟାପ୍ ଚ୍ୟାଲେଞ୍ଜ୍

Related posts

ଆଉ ନିର୍ମାଣ ହେବନିକି ‘ସ୍ପାଇଡରମ୍ୟାନ୍‌’ ଫିଲ୍ମ !

ରିଲିଜ ପୂର୍ବରୁ ରେକର୍ଡ ରେସରେ ‘ସାହୋ’

ରିଲିଜ୍ ହେଲା ଆୟୁଷ୍ମାନ୍ ଖୁରାନାଙ୍କ କମେଡି ଫିଲ୍ମ ‘ଡ୍ରିମ୍ ଗର୍ଲ’ର ଟ୍ରେଲର