ମହାଶ୍ୱେତା ରାୟ

ରାଜ୍ୟ ଫିଲ୍ମ ପୁରସ୍କାର ଘୋଷଣାକୁ ନେଇ ବରିଷ୍ଠ ଅଭିନେତ୍ରୀ ମହାଶ୍ୱେତା ରାୟ ଙ୍କ ପ୍ରଶ୍ନ, ଲୋଡିଲେ ସହାୟତା

ଗତକାଲି ୨୮ ତମ ରାଜ୍ୟ ଫିଲ୍ମ ପୁରସ୍କାର ଘୋଷଣା ହୋଇଛି । ଚଳିତ ଥର ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତ୍ରୀ ମହାଶ୍ୱେତା ରାୟ “ଦେଲେ ଧରା କଥା ସରେ” ଚଳଚ୍ଚିତ୍ର ପାଇଁ ଶ୍ରେଷ୍ଠ
Read more