Jyoti

ପରଲୋକରେ ମହମ୍ମଦ ଅଜିଜ୍‌ ,ଜାଣନ୍ତୁ ତାଙ୍କ ବିଷୟରେ କିଛି ଅଜଣା କଥା

ବରିଷ୍ଠ ଗାୟକ ମହମ୍ମଦ ଅଜିଜଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ବୟସ ହୋଇଥିଲା। ମୁମ୍ବାଇ ନାନାବତୀ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି
Read more