Loading...

ଏପ୍ରିଲରୁ ସେପ୍ଟେମ୍ବର ମାସ ଯାଏଁ ମିଳିବ ମାଗଣା ଚାଉଳ

ଏପ୍ରିଲରୁ ସେପ୍ଟେମ୍ବର ମାସ ଯାଏଁ ମିଳିବ ମାଗଣା ଚାଉଳ

୬ ମାସ ବଢିଲା ମାଗଣା ଚାଉଳ ଅବଧି । ଆଉ ୬ ମାସ ପାଇଁ ହିତାଧିକାରୀଙ୍କୁ ମିଳିବ ମାଗଣା ଚାଉଳ । ୬ ମାସ ପାଇଁ ଅବଧି ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ।

୬ ମାସ ବଢିଲା ମାଗଣା ଚାଉଳ ଅବଧି । ଆଉ ୬ ମାସ ପାଇଁ ହିତାଧିକାରୀଙ୍କୁ ମିଳିବ ମାଗଣା ଚାଉଳ । ୬ ମାସ ପାଇଁ ଅବଧି ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ଏପ୍ରିଲରୁ ସେପ୍ଟେମ୍ବର ମାସ ଯାଏଁ ମିଳିବ ମାଗଣା ଚାଉଳ । ଏଥିରେ ଉପକୃତ ହେବେ ୮.୦୯ ଲକ୍ଷ ଲୋକ । ସେହିପରି ଏଥିପାଇଁ ରାଜ୍ୟ ରାଜକୋଷରୁ ଖର୍ଚ୍ଚ ହେବ ୯୧.୭୦ କୋଟି ଟଙ୍କା ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.